କୋଲକାତାରୁ ସମ୍ବଲପୁରକୁ ଚାଲାଣ ହେଉଥିଲା କଫ୍ସିରପ୍: ୫ ଜଣଙ୍କୁ ବାନ୍ଧିଲା ପୋଲିସ
ସମ୍ବଲପୁର,୬ା୧୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଧନୁପାଲି ଥାନା ସିଟି ଷ୍ଟେଶନ ନିକଟ ଝାଙ୍କରପଡ଼ାରୁ କଫ୍ସିରପ୍ ଜବତ ହୋଇଛି। କୋଲକାତାରୁ ସମ୍ବଲପୁରକୁ ଏହା ଚାଲାଣ ହେଉଥିବାବେଳେ ପୋଲିସ ୧୪୪୦ ବୋତଲ କଫ୍ସିରପ୍ ଜବତ କରିଛି। ଏଥିସହ କାର୍, ସ୍କୁଟିକୁ ମଧ୍ୟ ଜବତ କରିଛି। ଏଥିରେ ସମ୍ପୃକ୍ତ ୫ ଜଣଙ୍କୁ ପୋଲିସ ଗିରଫ କରି ଅଧିକ ପଚରାଉଚରା କରୁଛି। The post କୋଲକାତାରୁ ସମ୍ବଲପୁରକୁ ଚାଲାଣ ହେଉଥିଲା କଫ୍ସିରପ୍: ୫ ଜଣଙ୍କୁ ବାନ୍ଧିଲା ପୋଲିସ appeared first on Dharitri Odia News.
ସମ୍ବଲପୁର,୬ା୧୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଧନୁପାଲି ଥାନା ସିଟି ଷ୍ଟେଶନ ନିକଟ ଝାଙ୍କରପଡ଼ାରୁ କଫ୍ସିରପ୍ ଜବତ ହୋଇଛି। କୋଲକାତାରୁ ସମ୍ବଲପୁରକୁ ଏହା ଚାଲାଣ ହେଉଥିବାବେଳେ ପୋଲିସ ୧୪୪୦ ବୋତଲ କଫ୍ସିରପ୍ ଜବତ କରିଛି। ଏଥିସହ କାର୍, ସ୍କୁଟିକୁ ମଧ୍ୟ ଜବତ କରିଛି। ଏଥିରେ ସମ୍ପୃକ୍ତ ୫ ଜଣଙ୍କୁ ପୋଲିସ ଗିରଫ କରି ଅଧିକ ପଚରାଉଚରା କରୁଛି।
The post କୋଲକାତାରୁ ସମ୍ବଲପୁରକୁ ଚାଲାଣ ହେଉଥିଲା କଫ୍ସିରପ୍: ୫ ଜଣଙ୍କୁ ବାନ୍ଧିଲା ପୋଲିସ appeared first on Dharitri Odia News.