କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀଙ୍କୁ ଭେଟିଲେ କମଲେଶ

ଭୁବନେଶ୍ୱର,୧୪ା୩: ଅର୍ଜୁନ ପୁରସ୍କାର ବିଜେତା ଓ ଟେବୁଲ ଟେନିସ ଫେଡେରେଶନ ଅଫ ଇଣ୍ଡିଆର ସାଧାରଣ ସମ୍ପାଦକ କମଲେଶ ମେହେତା ଗୁରୁବାର କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ଏକ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ମେହେତା ଓଡ଼ିଶାର ସୁଦୃଢ଼ କ୍ରୀଡ଼ା ଭିତ୍ତିଭୂମିର ପ୍ରଶଂସା କରିବା ସହିତ କ୍ରୀଡ଼ାକ୍ଷେତ୍ରର ବିକାଶ ପାଇଁ ସରକାରଙ୍କ ତରଫରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ବନ୍ଧରେ ଆଲୋଚନା କରିଥିଲେ। The post କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀଙ୍କୁ ଭେଟିଲେ କମଲେଶ appeared first on Dharitri Odia News.

କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀଙ୍କୁ ଭେଟିଲେ କମଲେଶ

ଭୁବନେଶ୍ୱର,୧୪ା୩: ଅର୍ଜୁନ ପୁରସ୍କାର ବିଜେତା ଓ ଟେବୁଲ ଟେନିସ ଫେଡେରେଶନ ଅଫ ଇଣ୍ଡିଆର ସାଧାରଣ ସମ୍ପାଦକ କମଲେଶ ମେହେତା ଗୁରୁବାର କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ଏକ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ଏହି ଅବସରରେ ମେହେତା ଓଡ଼ିଶାର ସୁଦୃଢ଼ କ୍ରୀଡ଼ା ଭିତ୍ତିଭୂମିର ପ୍ରଶଂସା କରିବା ସହିତ କ୍ରୀଡ଼ାକ୍ଷେତ୍ରର ବିକାଶ ପାଇଁ ସରକାରଙ୍କ ତରଫରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ବନ୍ଧରେ ଆଲୋଚନା କରିଥିଲେ।

The post କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀଙ୍କୁ ଭେଟିଲେ କମଲେଶ appeared first on Dharitri Odia News.