କ୍ଲବ ଘର ବାହାରେ ପଡ଼ିଛି ଖଣ୍ଡା, ଭିତରେ ପଡ଼ିଛି ଯୁବକଙ୍କ ମୃତଦେହ
ବାଙ୍କୀ,୧୨ା୪: କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ହରିରାଜପୁର ଗାଁରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ଥିବା ନୂଆସାହି କ୍ଲବ ଘର ଭିତରୁ ଜଣେ ଯୁବକଙ୍କର ମୃତଦେହ ଜବତ ହୋଇଥିବା ବେଳେ ଘର ବାହାରେ ଖଣ୍ଡା, ମୋବାଇଲ ଓ ଚପଲ ପଡ଼ିଥିବାର ଦେଖିବାକୁ ମିଳିଛି। ମୃତ ଯୁବକ ଜଣକ ସେହି ଗାଁର ଶୀତଲ ସାହୁ ବୋଲି ଜଣାପଡ଼ିଛି। ତେବେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଘଟଣାସ୍ଥଳରେ ବାଙ୍କୀ ପୋଲିସ […] The post କ୍ଲବ ଘର ବାହାରେ ପଡ଼ିଛି ଖଣ୍ଡା, ଭିତରେ ପଡ଼ିଛି ଯୁବକଙ୍କ ମୃତଦେହ appeared first on Dharitri Odia News.
ବାଙ୍କୀ,୧୨ା୪: କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ହରିରାଜପୁର ଗାଁରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ଥିବା ନୂଆସାହି କ୍ଲବ ଘର ଭିତରୁ ଜଣେ ଯୁବକଙ୍କର ମୃତଦେହ ଜବତ ହୋଇଥିବା ବେଳେ ଘର ବାହାରେ ଖଣ୍ଡା, ମୋବାଇଲ ଓ ଚପଲ ପଡ଼ିଥିବାର ଦେଖିବାକୁ ମିଳିଛି। ମୃତ ଯୁବକ ଜଣକ ସେହି ଗାଁର ଶୀତଲ ସାହୁ ବୋଲି ଜଣାପଡ଼ିଛି।
ତେବେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଘଟଣାସ୍ଥଳରେ ବାଙ୍କୀ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
The post କ୍ଲବ ଘର ବାହାରେ ପଡ଼ିଛି ଖଣ୍ଡା, ଭିତରେ ପଡ଼ିଛି ଯୁବକଙ୍କ ମୃତଦେହ appeared first on Dharitri Odia News.