କ୍ୟାନସର୍ ରୋଗୀଙ୍କ ପାଇଁ ଖୁସି ଖବର: ପ୍ରସ୍ତୁତ ହେଲା କ୍ୟାନ୍ସର୍ ଟିକା,ନୂଆବର୍ଷରୁ…
ମସ୍କୋ,୧୮।୧୨: ଆଜି ସମଗ୍ର ବିଶ୍ୱ କର୍କଟ ଭଳି ଗମ୍ଭୀର ରୋଗରେ ପୀଡିତ। ଏଭଳି ପରିସ୍ଥିତିରେ ରୁଷିଆ ଏକ ଦାବି କରିଛି, ଯାହା ସମଗ୍ର ବିଶ୍ୱ ପାଇଁ ଆଶ୍ୱସ୍ତି ଆଣିଦେଇଛି। ରୁଷିଆ କହିଛି ଯେ, ଆମେ ଏକ କ୍ୟାନ୍ସର୍ ଟିକା ପ୍ରସ୍ତୁତ କରିଛୁ, ଯାହା ୨୦୨୫ରୁ ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ରୁଷିଆର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ରେଡିଓଲୋଜି ମେଡିକାଲ ରିସର୍ଚ୍ଚ ସେଣ୍ଟରର ଜେନେରାଲ ଡାଇରେକ୍ଟର ଆଣ୍ଡ୍ରେ କାପ୍ରିନ ରୁଷିଆର ରେଡିଓ ଚ୍ୟାନେଲରେ ଏହି ଟିକା ବିଷୟରେ […] The post କ୍ୟାନସର୍ ରୋଗୀଙ୍କ ପାଇଁ ଖୁସି ଖବର: ପ୍ରସ୍ତୁତ ହେଲା କ୍ୟାନ୍ସର୍ ଟିକା,ନୂଆବର୍ଷରୁ… appeared first on Dharitri Odia News.
ମସ୍କୋ,୧୮।୧୨: ଆଜି ସମଗ୍ର ବିଶ୍ୱ କର୍କଟ ଭଳି ଗମ୍ଭୀର ରୋଗରେ ପୀଡିତ। ଏଭଳି ପରିସ୍ଥିତିରେ ରୁଷିଆ ଏକ ଦାବି କରିଛି, ଯାହା ସମଗ୍ର ବିଶ୍ୱ ପାଇଁ ଆଶ୍ୱସ୍ତି ଆଣିଦେଇଛି। ରୁଷିଆ କହିଛି ଯେ, ଆମେ ଏକ କ୍ୟାନ୍ସର୍ ଟିକା ପ୍ରସ୍ତୁତ କରିଛୁ, ଯାହା ୨୦୨୫ରୁ ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ।
ରୁଷିଆର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ରେଡିଓଲୋଜି ମେଡିକାଲ ରିସର୍ଚ୍ଚ ସେଣ୍ଟରର ଜେନେରାଲ ଡାଇରେକ୍ଟର ଆଣ୍ଡ୍ରେ କାପ୍ରିନ ରୁଷିଆର ରେଡିଓ ଚ୍ୟାନେଲରେ ଏହି ଟିକା ବିଷୟରେ ସୂଚନା ଦେଇଛନ୍ତି।
The post କ୍ୟାନସର୍ ରୋଗୀଙ୍କ ପାଇଁ ଖୁସି ଖବର: ପ୍ରସ୍ତୁତ ହେଲା କ୍ୟାନ୍ସର୍ ଟିକା,ନୂଆବର୍ଷରୁ… appeared first on Dharitri Odia News.