କ୍ୟାବିନେଟ ବୈଠକରେ ୭ ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର:ଗୁରୁତ୍ତ୍ୱପୂର୍ଣ୍ଣ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ସକାଳ ୧୦ଟାରେ କ୍ୟାବିନେଟ୍ ବୈଠକ ବସିଥିଲା । ସେପଟେ ଆନ୍ତଃ ମନ୍ତ୍ରୀ ପରିଷଦ ବୈଠକ ଜାରି ରହିଛି । ସାଢ଼େ ୧୧ଟାରେ ମନ୍ତ୍ରୀ ପରିଷଦ ବୈଠକ ବସିଥିଲା । ମନ୍ତ୍ରୀ ପରିଷଦ ବୈଠକରେ ବିକଶିତ ଭାରତ ଓ ବିକଶିତ ଓଡ଼ିଶା ଭିଜନ୍ ନେଇ ବିସ୍ତୃତ […]

କ୍ୟାବିନେଟ ବୈଠକରେ ୭ ଟି ପ୍ରସ୍ତାବକୁ ମଞ୍ଜୁରୀ
କ୍ୟାବିନେଟ ବୈଠକରେ ୭ ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର:ଗୁରୁତ୍ତ୍ୱପୂର୍ଣ୍ଣ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି ।

ସକାଳ ୧୦ଟାରେ କ୍ୟାବିନେଟ୍ ବୈଠକ ବସିଥିଲା । ସେପଟେ ଆନ୍ତଃ ମନ୍ତ୍ରୀ ପରିଷଦ ବୈଠକ ଜାରି ରହିଛି । ସାଢ଼େ ୧୧ଟାରେ ମନ୍ତ୍ରୀ ପରିଷଦ ବୈଠକ ବସିଥିଲା । ମନ୍ତ୍ରୀ ପରିଷଦ ବୈଠକରେ ବିକଶିତ ଭାରତ ଓ ବିକଶିତ ଓଡ଼ିଶା ଭିଜନ୍ ନେଇ ବିସ୍ତୃତ ରିପୋର୍ଟ ଉପସ୍ଥାପନ କରାଯିବ ବୋଲି ସୂଚନା ମିଳିଛି ।