ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ୨ ଗିରଫ

ଭୁବନେଶ୍ୱର,୧୨ା୨: ଭୁବନେଶ୍ୱରରେ କାର୍ଯ୍ୟରତ ଖବରଦାତା ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ଶନିବାର ରାତିରେ କେତେଜଣ ଦୁର୍ବୃତ୍ତ ଖଣ୍ଡାରେ ଆକ୍ରମଣ କରିଥିଲେ। ଏଥିରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରିଛି ମଞ୍ଚେଶ୍ୱର ଥାନା ପୋଲିସ। ଅଭିଯୁକ୍ତଙ୍କଠାରୁ ବାଇକ୍‌ ଏବଂ ମାରଣାସ୍ତ୍ର ଜବତ କରିଛି ପୋଲିସ। ଧୀରକୁଟି ବସ୍ତି ନିକଟରେ ଜ୍ୟୋତିଙ୍କୁ ୪ ଦୁର୍ବୃତ୍ତ ଆକ୍ରମଣ କରିଥିଲେ। ଏମାନଙ୍କ ମଧ୍ୟରୁ ଦୁଇଜଣଙ୍କୁ ଗିରଫ କରାଯାଇଛି ବୋଲି ପୋଲିସ କହିଛି। ଅନ୍ୟପକ୍ଷରେ ଏହି ଘଟଣା ପରେ ରାତିରେ କାର୍ଯ୍ୟସ୍ଥଳୀରୁ ଫେରିବା ନେଇ ଖବରଦାତାମାନେ […] The post ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ୨ ଗିରଫ appeared first on Dharitri Odia News.

ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ୨ ଗିରଫ

ଭୁବନେଶ୍ୱର,୧୨ା୨: ଭୁବନେଶ୍ୱରରେ କାର୍ଯ୍ୟରତ ଖବରଦାତା ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ଶନିବାର ରାତିରେ କେତେଜଣ ଦୁର୍ବୃତ୍ତ ଖଣ୍ଡାରେ ଆକ୍ରମଣ କରିଥିଲେ। ଏଥିରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରିଛି ମଞ୍ଚେଶ୍ୱର ଥାନା ପୋଲିସ। ଅଭିଯୁକ୍ତଙ୍କଠାରୁ ବାଇକ୍‌ ଏବଂ ମାରଣାସ୍ତ୍ର ଜବତ କରିଛି ପୋଲିସ। ଧୀରକୁଟି ବସ୍ତି ନିକଟରେ ଜ୍ୟୋତିଙ୍କୁ ୪ ଦୁର୍ବୃତ୍ତ ଆକ୍ରମଣ କରିଥିଲେ। ଏମାନଙ୍କ ମଧ୍ୟରୁ ଦୁଇଜଣଙ୍କୁ ଗିରଫ କରାଯାଇଛି ବୋଲି ପୋଲିସ କହିଛି।

ଅନ୍ୟପକ୍ଷରେ ଏହି ଘଟଣା ପରେ ରାତିରେ କାର୍ଯ୍ୟସ୍ଥଳୀରୁ ଫେରିବା ନେଇ ଖବରଦାତାମାନେ ଆତଙ୍କିତ ହୋଇପଡ଼ିଛନ୍ତି।

The post ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ୨ ଗିରଫ appeared first on Dharitri Odia News.