ଖରସ୍ରୋତା ନଦୀରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ
ଯାଜପୁର ୬।୯: ଯାଜପୁର ଖରସ୍ରୋତା ନଦୀରୁ ଅଚିହ୍ନା ମୃତଦେହ ଉଦ୍ଧାର । ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନା କଲ୍ୟାଣପୁର ପଞ୍ଚାୟତ ନିକଟ ଖରସ୍ରୋତା ନଦୀରୁ ମୃତଦେହ ଠାବ ହୋଇଛି । ଶୁକ୍ରବାର ମଧ୍ୟାହ୍ନ ସମୟରେ ସ୍ଥାନୀୟ ଲୋକ ମାଛ ଧରୁଥିବା ବେଳେ ଶବଟିକୁ ଦେଖିଥିଲେ । ମୃତଦେହଟି ଜଣେ ପୁରୁଷର ହୋଇଥିବା ବେଳେ ତାଙ୍କର ପରିଚୟ ମିଳିପାରିନାହିଁ । ଅନ୍ୟପଟେ ବିଞ୍ଝାରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବାହିନୀଙ୍କ ସହାୟତାରେ ମୃତଦେହକୁ ଉଦ୍ଧାର କରିବା ସହ ଅଧିକ ତଦନ୍ତ ଆରମ୍ଭ କରିଛି ।You Can Read:ଦିନ ଦ୍ବିପ୍ରହରରେ ଫୁଟିଲା ଗୁଳି : ଘରେ ପଶି ଯୁବକଙ୍କୁ ଗୁଳି ମାରିଲେ ଦୁଇ ଦୁର୍ବୃତ୍ତ
ଯାଜପୁର ୬।୯: ଯାଜପୁର ଖରସ୍ରୋତା ନଦୀରୁ ଅଚିହ୍ନା ମୃତଦେହ ଉଦ୍ଧାର । ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନା କଲ୍ୟାଣପୁର ପଞ୍ଚାୟତ ନିକଟ ଖରସ୍ରୋତା ନଦୀରୁ ମୃତଦେହ ଠାବ ହୋଇଛି ।
ଶୁକ୍ରବାର ମଧ୍ୟାହ୍ନ ସମୟରେ ସ୍ଥାନୀୟ ଲୋକ ମାଛ ଧରୁଥିବା ବେଳେ ଶବଟିକୁ ଦେଖିଥିଲେ । ମୃତଦେହଟି ଜଣେ ପୁରୁଷର ହୋଇଥିବା ବେଳେ ତାଙ୍କର ପରିଚୟ ମିଳିପାରିନାହିଁ । ଅନ୍ୟପଟେ ବିଞ୍ଝାରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବାହିନୀଙ୍କ ସହାୟତାରେ ମୃତଦେହକୁ ଉଦ୍ଧାର କରିବା ସହ ଅଧିକ ତଦନ୍ତ ଆରମ୍ଭ କରିଛି ।
You Can Read:
ଦିନ ଦ୍ବିପ୍ରହରରେ ଫୁଟିଲା ଗୁଳି : ଘରେ ପଶି ଯୁବକଙ୍କୁ ଗୁଳି ମାରିଲେ ଦୁଇ ଦୁର୍ବୃତ୍ତ