ଖରାକୁ ଖାତିର ନାହିଁ, ବାଧକ ସାଜିନି ବୟସ, ଅଟକାଇ ପାରିନି ଅକ୍ଷମତା

ମତାଧିକାର ସାବ୍ୟସ୍ତ ଲାଗି ଯୁବାବର୍ଗଙ୍କ ମଧ୍ୟରେ ଯେତିକି ଉତ୍ସାହ ଥିଲା, ଉପାନ୍ତ ଆଦିବାସୀ ଇଲାକାର ଆଦିମ ଜନଜାତି ଭୋଟରଙ୍କ ଭିତରେ ଥିଲା ତାଠୁ ଅଧିକ ଆକର୍ଷଣ।

ଖରାକୁ ଖାତିର ନାହିଁ, ବାଧକ ସାଜିନି ବୟସ, ଅଟକାଇ ପାରିନି ଅକ୍ଷମତା

ଖରାକୁ ଖାତିର ନାହିଁ, ବାଧକ ସାଜିନି ବୟସ, ଅଟକାଇ ପାରିନି ଅକ୍ଷମତା । ଗଣତନ୍ତ୍ରର ମହାପର୍ବରେ ସାମିଲ ହେବାକୁ ମନରେ ଢେର୍ ଉତ୍ସାହ, ବିଶେଷ ଆକର୍ଷଣ। ଦୀର୍ଘ ୫ ବର୍ଷ ପରେ ପୁଣି ମତଦାନ ମହାନ ସୁଯୋଗ ମିଳିଥିବାରୁ ଆଜି ସକାଳୁ ସକାଳୁ ବୁଥ୍‌ଗୁଡ଼ିକ ଆଗରେ ଲାଗିଥିଲା ଏମିତି ଲମ୍ବା ଲାଇନ୍। ମତାଧିକାର ସାବ୍ୟସ୍ତ ଲାଗି ଯୁବାବର୍ଗଙ୍କ ମଧ୍ୟରେ ଯେତିକି ଉତ୍ସାହ ଥିଲା, ଉପାନ୍ତ ଆଦିବାସୀ ଇଲାକାର ଆଦିମ ଜନଜାତି ଭୋଟରଙ୍କ ଭିତରେ ଥିଲା ତାଠୁ ଅଧିକ ଆକର୍ଷଣ।