ଖଲ୍ଲିକୋଟ ହିଂସାକାଣ୍ଡ: ପୋଲିସକୁ ପଥର ମାଡ଼ କଲେ ଉତ୍ତ୍ୟକ୍ତ ଲୋକ, ଲାଠି ଚାର୍ଜ କଲା ପୋଲିସ
ଖଲ୍ଲିକୋଟ,୧୬।୫: ଗଞ୍ଜାମ ଖଲ୍ଲିକୋଟ ହିଂସାକାଣ୍ଡକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଘଟଣାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ତେବେ ଅଭିଯୁକ୍ତଙ୍କୁ ଥାନାରୁ ନେବା ବେଳେ ପୋଲିସ ଗାଡ଼ିକୁ ବୋତଲ, ପଥର ମାଡ଼ କରିଛନ୍ତି ଉତ୍ତ୍ୟକ୍ତ ଲୋକେ। କହିରଖୁଛୁ କି, ଖଲ୍ଲିକୋଟର ଶ୍ରୀକୃଷ୍ଣଶରଣପୁରରେ ବୁଧବାର ଭାଜପା ଓ ବିଜେଡି କର୍ମୀଙ୍କ ମଧ୍ୟରେ ସଂଘର୍ଷ ଭିତରେ ଜଣେ ଭାଜପା ସମର୍ଥକଙ୍କୁ ହତ୍ୟା କରାଯାଇଥିଲା। ଯାହାକୁ ନେଇ ଲୋକମାନେ ଟାୟାର ଜାଳି ରାସ୍ତାରୋକ କରିଛନ୍ତି। ତେବେ ଅଭିଯୁକ୍ତଙ୍କୁ ପୋଲିସ ଗାଡ଼ିକୁ […] The post ଖଲ୍ଲିକୋଟ ହିଂସାକାଣ୍ଡ: ପୋଲିସକୁ ପଥର ମାଡ଼ କଲେ ଉତ୍ତ୍ୟକ୍ତ ଲୋକ, ଲାଠି ଚାର୍ଜ କଲା ପୋଲିସ appeared first on Dharitri Odia News.
ଖଲ୍ଲିକୋଟ,୧୬।୫: ଗଞ୍ଜାମ ଖଲ୍ଲିକୋଟ ହିଂସାକାଣ୍ଡକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଘଟଣାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ତେବେ ଅଭିଯୁକ୍ତଙ୍କୁ ଥାନାରୁ ନେବା ବେଳେ ପୋଲିସ ଗାଡ଼ିକୁ ବୋତଲ, ପଥର ମାଡ଼ କରିଛନ୍ତି ଉତ୍ତ୍ୟକ୍ତ ଲୋକେ।
କହିରଖୁଛୁ କି, ଖଲ୍ଲିକୋଟର ଶ୍ରୀକୃଷ୍ଣଶରଣପୁରରେ ବୁଧବାର ଭାଜପା ଓ ବିଜେଡି କର୍ମୀଙ୍କ ମଧ୍ୟରେ ସଂଘର୍ଷ ଭିତରେ ଜଣେ ଭାଜପା ସମର୍ଥକଙ୍କୁ ହତ୍ୟା କରାଯାଇଥିଲା। ଯାହାକୁ ନେଇ ଲୋକମାନେ ଟାୟାର ଜାଳି ରାସ୍ତାରୋକ କରିଛନ୍ତି। ତେବେ ଅଭିଯୁକ୍ତଙ୍କୁ ପୋଲିସ ଗାଡ଼ିକୁ ନେବାବେଳେ ପୋଲିସ ଗାଡିକୁ ଘେରିଛନ୍ତି ଲୋକେ। ଗାଡ଼ିକୁ ପଥର ମାଡ଼ କରିବା ସହ ପାଣି ବୋତଲ ମାଡ଼ କରିଛନ୍ତି।
The post ଖଲ୍ଲିକୋଟ ହିଂସାକାଣ୍ଡ: ପୋଲିସକୁ ପଥର ମାଡ଼ କଲେ ଉତ୍ତ୍ୟକ୍ତ ଲୋକ, ଲାଠି ଚାର୍ଜ କଲା ପୋଲିସ appeared first on Dharitri Odia News.