ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା ଦେବାରେ ବିଳମ୍ବ କରିବାରୁ ଶୁକ୍ରବାର ରାତିରେ ମଦ୍ୟପ ପୁଅ ମା’ଙ୍କୁ ପଟିପିଟି ହତ୍ୟା କରିଥିବା ଜଣାପଡିଛି। ମୃତ ମହିଳା ଜଣକ ହେଲେ ଈଶ୍ୱର ଚନ୍ଦ୍ର ନାଏକଙ୍କ ସ୍ତ୍ରୀ ଗୌରୀ ନାଏକ। ଖବର ପାଇ ଶନିବାର ତୁରୁମୁଙ୍ଗା ପୋଲିସ ଗାଁରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ମୃତଦେହ ଜବତ କରିଛି। […] The post ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ appeared first on Dharitri Odia News.

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା ଦେବାରେ ବିଳମ୍ବ କରିବାରୁ ଶୁକ୍ରବାର ରାତିରେ ମଦ୍ୟପ ପୁଅ ମା’ଙ୍କୁ ପଟିପିଟି ହତ୍ୟା କରିଥିବା ଜଣାପଡିଛି। ମୃତ ମହିଳା ଜଣକ ହେଲେ ଈଶ୍ୱର ଚନ୍ଦ୍ର ନାଏକଙ୍କ ସ୍ତ୍ରୀ ଗୌରୀ ନାଏକ। ଖବର ପାଇ ଶନିବାର ତୁରୁମୁଙ୍ଗା ପୋଲିସ ଗାଁରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ମୃତଦେହ ଜବତ କରିଛି। ପୋଲିସ ଅଭିଯୁକ୍ତ ପୁଅ ସୁରେନ୍ଦ୍ର ନାଏକଙ୍କୁ ଥାନାକୁ ଆଣି ଅଟକ ରଖି ପଚରାଉଚରା କରୁଛି।

The post ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ appeared first on Dharitri Odia News.