ଖୁବ ଶୀଘ୍ର ପୂରଣ ହେବ ଖାଲି ପଡିଥିବା ୬ ହଜାର ଶିକ୍ଷକ ପଦଵୀ

ଭୁବନେଶ୍ୱର : ହାଇକୋର୍ଟରେ ଜୁନିୟର ଟିଚର ନିଯୁକ୍ତି ମାମଲା। ଖୁବ ଶୀଘ୍ର ପୂରଣ ହେବ ଖାଲି ପଡିଥିବା ୬ ହଜାର ଶିକ୍ଷକ ପଦଵୀ । ମେରିଟ ଆଧାରରେ ତୁରନ୍ତ ନିଯୁକ୍ତି ପ୍ରଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ରାଜ୍ୟ ସରକାର କରିଥିଲେ ବିଜ୍ଞପ୍ତି। ପରୀକ୍ଷା ପରେ ୧୬ ହଜାର ଚୂଡାନ୍ତ ତାଲିକା କରିଥିଲେ ସରକାର। ସେଥିମଧ୍ୟରୁ ପ୍ରାୟ ୨ ହଜାର ଶିକ୍ଷକ ଯୋଗ ଦେଇ ନଥିଲେ। ସେହି ବିଜ୍ଞପ୍ତି […]

ଖୁବ ଶୀଘ୍ର ପୂରଣ ହେବ ଖାଲି ପଡିଥିବା ୬ ହଜାର ଶିକ୍ଷକ ପଦଵୀ
ଖୁବ ଶୀଘ୍ର ପୂରଣ ହେବ ଖାଲି ପଡିଥିବା ୬ ହଜାର ଶିକ୍ଷକ ପଦଵୀ

ଭୁବନେଶ୍ୱର : ହାଇକୋର୍ଟରେ ଜୁନିୟର ଟିଚର ନିଯୁକ୍ତି ମାମଲା। ଖୁବ ଶୀଘ୍ର ପୂରଣ ହେବ ଖାଲି ପଡିଥିବା ୬ ହଜାର ଶିକ୍ଷକ ପଦଵୀ । ମେରିଟ ଆଧାରରେ ତୁରନ୍ତ ନିଯୁକ୍ତି ପ୍ରଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ରାଜ୍ୟ ସରକାର କରିଥିଲେ ବିଜ୍ଞପ୍ତି।

ପରୀକ୍ଷା ପରେ ୧୬ ହଜାର ଚୂଡାନ୍ତ ତାଲିକା କରିଥିଲେ ସରକାର। ସେଥିମଧ୍ୟରୁ ପ୍ରାୟ ୨ ହଜାର ଶିକ୍ଷକ ଯୋଗ ଦେଇ ନଥିଲେ। ସେହି ବିଜ୍ଞପ୍ତି ଅନୁଯାୟୀ ଖାଲି ଥିବା ପଦବୀ ପୂରଣ କରିବାକୁ ନିର୍ଦ୍ଦେଶ। ପରୀକ୍ଷା ଦେଇ ମେଧା ତାଲିକାରେ ଥିବା ପ୍ରାର୍ଥୀଙ୍କୁ ସୁଯୋଗ ଦେବାକୁ ନିର୍ଦ୍ଦେଶ। ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ଓଡିଶା ହାଇକୋର୍ଟ।