ଖୁବ୍‌ଶୀଘ୍ର ଲାଗୁହେବ ନୂଆ ଅବକାରୀ ନୀତି

ଭୁବନେଶ୍ୱର,୨୩ା୫: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁହେବ ନୂଆ ଅବକାରୀ ନୀତି। ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଜୁନ୍‌ ୧୫ରୁ ୨୬ ଭିତରେ ଏହି ନୂଆ ଆଇନ ଆସିବ। ବରିଷ୍ଠ ଅଧିକାରୀମାନେ ଏନେଇ ସମୀକ୍ଷା କରୁଛନ୍ତି। ଆନ୍ଧ୍ର ସମେତ ବିଭିନ୍ନ ରାଜ୍ୟକୁ ଯାଇ ଅନୁଧ୍ୟାନ କରୁଛନ୍ତି। The post ଖୁବ୍‌ଶୀଘ୍ର ଲାଗୁହେବ ନୂଆ ଅବକାରୀ ନୀତି appeared first on Dharitri Odia News.

ଖୁବ୍‌ଶୀଘ୍ର ଲାଗୁହେବ ନୂଆ ଅବକାରୀ ନୀତି

ଭୁବନେଶ୍ୱର,୨୩ା୫: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁହେବ ନୂଆ ଅବକାରୀ ନୀତି। ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଜୁନ୍‌ ୧୫ରୁ ୨୬ ଭିତରେ ଏହି ନୂଆ ଆଇନ ଆସିବ। ବରିଷ୍ଠ ଅଧିକାରୀମାନେ ଏନେଇ ସମୀକ୍ଷା କରୁଛନ୍ତି। ଆନ୍ଧ୍ର ସମେତ ବିଭିନ୍ନ ରାଜ୍ୟକୁ ଯାଇ ଅନୁଧ୍ୟାନ କରୁଛନ୍ତି।

The post ଖୁବ୍‌ଶୀଘ୍ର ଲାଗୁହେବ ନୂଆ ଅବକାରୀ ନୀତି appeared first on Dharitri Odia News.