ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବ ବିଜୟୀ

ଭୁବନେଶ୍ୱର,୪।୬: ଖୋର୍ଦ୍ଧାରୁ ଜିତିଲେ ପ୍ରଶାନ୍ତ ଜଗଦ୍ଦେବ। ସେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର କୁମାର ସାହୁଙ୍କୁ ୮୫୯୮ ଭୋଟରେ ପରାସ୍ତ କରିଛନ୍ତି। ପ୍ରଶାନ୍ତ ଜଗଦ୍ଦେବ ୮୦,୫୬୪ ଭୋଟ ପାଇଥିବା ବେଳେ ରାଜେନ୍ଦ୍ର କୁମାର ୭୧,୯୬୬ ଭୋଟ ପାଇଛନ୍ତି। The post ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବ ବିଜୟୀ appeared first on Dharitri Odia News.

ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବ ବିଜୟୀ

ଭୁବନେଶ୍ୱର,୪।୬: ଖୋର୍ଦ୍ଧାରୁ ଜିତିଲେ ପ୍ରଶାନ୍ତ ଜଗଦ୍ଦେବ। ସେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର କୁମାର ସାହୁଙ୍କୁ ୮୫୯୮ ଭୋଟରେ ପରାସ୍ତ କରିଛନ୍ତି। ପ୍ରଶାନ୍ତ ଜଗଦ୍ଦେବ ୮୦,୫୬୪ ଭୋଟ ପାଇଥିବା ବେଳେ ରାଜେନ୍ଦ୍ର କୁମାର ୭୧,୯୬୬ ଭୋଟ ପାଇଛନ୍ତି।

The post ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବ ବିଜୟୀ appeared first on Dharitri Odia News.