ଖୋଲିବ ମହାପ୍ରଭୁଙ୍କ ଦୁର୍ଭେଦ୍ୟ ରତ୍ନଭଣ୍ଡାର

ଜଗନ୍ନାଥ ପ୍ରେମୀ ଆଶ୍ବସ୍ତ। ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ନେଇ ସନ୍ଦେହ ଓ ସଂଶୟ ହେବ ଦୂର। ରତ୍ନଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ ପାଇଁ ୧୨ ଜଣିଆ କମିଟି ଗଠନ କଲେ ରାଜ୍ୟ ସରକାର। ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ ପଶାୟତ କମିଟି ଅଧ୍ୟକ୍ଷ ନିଯୁକ୍ତ ହୋଇଛନ୍ତି।