ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୮ ଗେଟ୍, ମୋଟ୍ ୧୪ ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ସମ୍ବଲପୁର ୨୪।୮: ଉପରେ ମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି । ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢୁଛି । ଯାହା ଫଳରେ ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୮ଟି ଗେଟ୍ । ବର୍ତ୍ତମାନ ମୋଟ୍ ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ହୀରାକୁଦ ଜଳଭଣ୍ଡାରର ବାମ ପାର୍ଶ୍ବରେ ୯ଟି ଏବଂ ଡାହାଣ ପାର୍ଶ୍ବରେ ୫ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି ।ଉପର ମୁଣ୍ଡରେ ବର୍ଷା ବଢ଼ିଥିବାରୁ ଜଳଭଣ୍ଡାରକୁ ଇନଫ୍ଲୋ ବଢ଼ିଛି । ଆଉଟ୍‌ଫ୍ଲୋ ସମାନ ରଖିବା ପାଇଁ ଆଉ ୮ଟି ଗେଟ୍ ଖୋଲିଥିବା ଡ୍ୟାମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଗୁରୁବାର ଦିନ ୬ଟି ଗେଟ୍ ଖୋଲାଯାଇଥିଲା ।You Can Read:ହଷ୍ଟେଲରେ ଠିକ୍‌ ଭାବେ ମିଳୁନଥିଲା ଖାଦ୍ୟ, ପ୍ରଧାନଶିକ୍ଷକଙ୍କ ନିକଟରେ ଅଭିଯୋଗ କରିବାରୁ ୧୪ ଛାତ୍ରୀଙ୍କୁ ନିସ୍ତୁକ ପିଟିଲେ ଶିକ୍ଷୟିତ୍ରୀ !

ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୮ ଗେଟ୍, ମୋଟ୍ ୧୪ ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ସମ୍ବଲପୁର ୨୪: ଉପରେ ମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି । ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢୁଛି । ଯାହା ଫଳରେ ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୮ଟି ଗେଟ୍ । ବର୍ତ୍ତମାନ ମୋଟ୍ ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ହୀରାକୁଦ ଜଳଭଣ୍ଡାରର ବାମ ପାର୍ଶ୍ବରେ ୯ଟି ଏବଂ ଡାହାଣ ପାର୍ଶ୍ବରେ ୫ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି ।

ଉପର ମୁଣ୍ଡରେ ବର୍ଷା ବଢ଼ିଥିବାରୁ ଜଳଭଣ୍ଡାରକୁ ଇନଫ୍ଲୋ ବଢ଼ିଛି । ଆଉଟ୍‌ଫ୍ଲୋ ସମାନ ରଖିବା ପାଇଁ ଆଉ ୮ଟି ଗେଟ୍ ଖୋଲିଥିବା ଡ୍ୟାମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଗୁରୁବାର ଦିନ ୬ଟି ଗେଟ୍ ଖୋଲାଯାଇଥିଲା ।

You Can Read:

ହଷ୍ଟେଲରେ ଠିକ୍‌ ଭାବେ ମିଳୁନଥିଲା ଖାଦ୍ୟ, ପ୍ରଧାନଶିକ୍ଷକଙ୍କ ନିକଟରେ ଅଭିଯୋଗ କରିବାରୁ ୧୪ ଛାତ୍ରୀଙ୍କୁ ନିସ୍ତୁକ ପିଟିଲେ ଶିକ୍ଷୟିତ୍ରୀ !