ଖୋଲିଲା ହୀରାକୁଦ ଡ୍ୟାମ୍ର ଆଉ ୬ ଗେଟ୍, ୧୨ ଗେଟ୍ ଦେଇ ଜଳ ନିଷ୍କାସିତ
ଭୁବନେଶ୍ବର ୧୨।୯: ଖୋଲିଲା ହୀରାକୁଦ ଜଳ ଭଣ୍ଡାରର ଆଉ ୬ଟି ଗେଟ୍ । ବର୍ତ୍ତମାନ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବାମ ପାର୍ଶ୍ବରେ ୮ଟି ଏବଂ ଡାହାଣ ପାର୍ଶ୍ବରେ ୪ଟି ଗେଟ୍ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସନ ହେଉଛି । ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୭.୫୦ ଫୁଟ ରହିଥିଲା ।You Can Read:ଗଣେଷ ଭସାଣୀ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ, ୭ ଆହତ
ଭୁବନେଶ୍ବର ୧୨।୯: ଖୋଲିଲା ହୀରାକୁଦ ଜଳ ଭଣ୍ଡାରର ଆଉ ୬ଟି ଗେଟ୍ । ବର୍ତ୍ତମାନ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବାମ ପାର୍ଶ୍ବରେ ୮ଟି ଏବଂ ଡାହାଣ ପାର୍ଶ୍ବରେ ୪ଟି ଗେଟ୍ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସନ ହେଉଛି । ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୭.୫୦ ଫୁଟ ରହିଥିଲା ।
You Can Read:
ଗଣେଷ ଭସାଣୀ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ, ୭ ଆହତ