ଖୋଲିଲା ହୀରାକୁଦର ଆଉ ୬ଟି ଗେଟ୍

ସମ୍ୱଲପୁର: ଖୋଲିଲା ହୀରାକୁଦର ଆଉ ୬ଟି ଗେଟ୍ । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଇଛି । ଏବେ ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ବାମ ପାଖରୁ ୮ଟି ଗେଟ୍ ଖୋଲିଥିବା ବେଳେ ଡାହାଣ ପାଖରୁ ୪ଟି ଗେଟ୍ ଖୋଲିଛି । ଏବେ ଜଳଭଣ୍ଡାରର ଜଳସ୍ତର ୬୨୭ ଫୁଟ ରହିଛି । ପ୍ରତି ସେକେଣ୍ଡରେ ୨ ଲକ୍ଷ ୮୯ ହଜାର ୩୪୧ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ନିଷ୍କାସିତ […]

ଖୋଲିଲା ହୀରାକୁଦର ଆଉ ୬ଟି ଗେଟ୍
ଖୋଲିଲା ହୀରାକୁଦର ଆଉ ୬ଟି ଗେଟ୍

ସମ୍ୱଲପୁର: ଖୋଲିଲା ହୀରାକୁଦର ଆଉ ୬ଟି ଗେଟ୍ । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଇଛି । ଏବେ ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ବାମ ପାଖରୁ ୮ଟି ଗେଟ୍ ଖୋଲିଥିବା ବେଳେ ଡାହାଣ ପାଖରୁ ୪ଟି ଗେଟ୍ ଖୋଲିଛି । ଏବେ ଜଳଭଣ୍ଡାରର ଜଳସ୍ତର ୬୨୭ ଫୁଟ ରହିଛି । ପ୍ରତି ସେକେଣ୍ଡରେ ୨ ଲକ୍ଷ ୮୯ ହଜାର ୩୪୧ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ନିଷ୍କାସିତ ହେଉଛି ୧ ଲକ୍ଷ ୩୬ ହଜାର ଘନଫୁଟ ପାଣି । ଆଗକୁ ଅଧିକ ପାଣି ଆସିବା ସମ୍ଭାବନା ଥିବାରୁ ହୀରାକୁଦର ଅଧିକ ଗେଟ୍ ଖୋଲିପାରେ ।