ଖୋଲୁଛି ରଙ୍ଗିଲା ବାବା କୈବଲ୍ୟଙ୍କ ଗୁମର
ଡିଜେ ଗୀତରେ ମତୁଆଲା ବାବା। ଯୁବକମାନଙ୍କ ସହ ମିଶି ଧୁମ୍ ନାଚୁଛନ୍ତି । ବାବାଙ୍କ ଏମିତି ରୂପ ସମସ୍ତଙ୍କୁ ଚକ୍କିତ କରିଛି । କେବଳ ସେତିକି ନୁହେଁ, ବାବାଙ୍କ ଗୋଟିଏ ପରେ ଗୋଟିଏ ଏଭଳି କାରନାମା ସାମ୍ନାକୁ ଆସିଛି।