ଗଙ୍ଗାଧର ମେହେରଙ୍କୁ ସନ୍ଥ କବି କହିଦେଲେ ପାଣ୍ଡିଆନ୍‌:ଦେଖନ୍ତୁ ଭିଡିଓ

ସମ୍ବଲପୁର,୧୭।୫: ଏବେ ଚାଲିଛି ନିର୍ବାଚନୀ ଋତୁ। ଚାରିଆଡେ ନିର୍ବାଚନ ପ୍ରଚାର। ଗୋଟିଏ ପଟେ କେନ୍ଦ୍ରୀୟ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ ଏଥିରୁ ବାଦ୍‌ ପଡିନାହିଁ। ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ ଦଳର ପ୍ରଚାର ମଙ୍ଗ ଧରିଛନ୍ତି। ଏହି କ୍ରମରେ ଶୁକ୍ରବାର ସେ ସମ୍ବଲପୁରରେ ପହଞ୍ଚିଛନ୍ତି। ଏଠାରେ ସେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କୁ ସନ୍ଥ କବି ବୋଲି […] The post ଗଙ୍ଗାଧର ମେହେରଙ୍କୁ ସନ୍ଥ କବି କହିଦେଲେ ପାଣ୍ଡିଆନ୍‌:ଦେଖନ୍ତୁ ଭିଡିଓ appeared first on Dharitri Odia News.

ଗଙ୍ଗାଧର ମେହେରଙ୍କୁ ସନ୍ଥ କବି କହିଦେଲେ ପାଣ୍ଡିଆନ୍‌:ଦେଖନ୍ତୁ ଭିଡିଓ

ସମ୍ବଲପୁର,୧୭।୫: ଏବେ ଚାଲିଛି ନିର୍ବାଚନୀ ଋତୁ। ଚାରିଆଡେ ନିର୍ବାଚନ ପ୍ରଚାର। ଗୋଟିଏ ପଟେ କେନ୍ଦ୍ରୀୟ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ ଏଥିରୁ ବାଦ୍‌ ପଡିନାହିଁ। ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ ଦଳର ପ୍ରଚାର ମଙ୍ଗ ଧରିଛନ୍ତି। ଏହି କ୍ରମରେ ଶୁକ୍ରବାର ସେ ସମ୍ବଲପୁରରେ ପହଞ୍ଚିଛନ୍ତି। ଏଠାରେ ସେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କୁ ସନ୍ଥ କବି ବୋଲି କହିଥିଲେ। ଏହାସହ ସନ୍ଥ କବି ଭୀମ ଭୋଇଙ୍କୁ କେବଳ କବି କହି ସମ୍ବୋଧିତ କରିଥିଲେ। ଯାହାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ପୁଣି ଓଡ଼ିଆ ଭାଷାକୁ କଦର୍ଥ କରାଯାଇଥିବା ବିରୋଧୀ ଅଭିଯୋଗ ଆଣିଛନ୍ତି। ସେପଟେ ଏହାକୁ କେବଳ ସ୍ଲିପ୍‌ ଅଫ୍‌ ଟଙ୍ଗ୍‌ ବୋଲି ବିଜେଡି ନେତା ରୋହିତ ପୂଜାରୀ କହିଛନ୍ତି।

The post ଗଙ୍ଗାଧର ମେହେରଙ୍କୁ ସନ୍ଥ କବି କହିଦେଲେ ପାଣ୍ଡିଆନ୍‌:ଦେଖନ୍ତୁ ଭିଡିଓ appeared first on Dharitri Odia News.