ଗଛକୁ ଧକ୍କା ଦେଲା ଆମ୍ବୁଲାନ୍ସ : ଶିଶୁ ମୃତ, ୪ ଗୁରୁତର
ପାଟଣା ୧୮।୦୧ : ଗଛକୁ ଧକ୍କା ଦେଲା ଆମ୍ବୁଲାନ୍ସ । ଏହି ଦୁର୍ଘଟଣାରେ ଜଣେ ଦେଢବର୍ଷର ଶିଶୁର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । https://www.prameyanews7.com/6-people-died-in-road-accident-at-sikar-rajasthan/ ଖବର ଅନୁଯାୟୀ, କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ପୁରୁଣିଆ ନିକଟରେ ଏକ ଘରୋଇ ଆମ୍ବୁଲାନ୍ସଟି ଦୁର୍ଘଟଣାର ଶିକାର ହୋଇଛି । ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଗଛକୁ ଧକ୍କା ଦେଇଛି । ଯାହାଫଳରେ ଏହି ଦୁର୍ଘଟଣାରେ ଦେଢବର୍ଷର ଶିଶୁର ମୃତ୍ୟୁ ହୋଇଥିବା ୪ଜଣ ଗୁରୁତର ହୋଇଛନ୍ତି । ଏହି ଦୁର୍ଘଟଣା ପରେ ତୁରନ୍ତ ସମସ୍ତ ଗୁରୁତରଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଘଟଗାଁରୁ ଫେରୁଥିବା ବେଳେ ଘଟିଛି ଏହି ଦୁର୍ଘଟଣା । https://www.prameyanews7.com/match-tied-and-super-over-tied-india-won-the-2nd-super-over-against-3rd-t-2o/ The post ଗଛକୁ ଧକ୍କା ଦେଲା ଆମ୍ବୁଲାନ୍ସ : ଶିଶୁ ମୃତ, ୪ ଗୁରୁତର appeared first on Prameya News7.
ପାଟଣା ୧୮।୦୧ : ଗଛକୁ ଧକ୍କା ଦେଲା ଆମ୍ବୁଲାନ୍ସ । ଏହି ଦୁର୍ଘଟଣାରେ ଜଣେ ଦେଢବର୍ଷର ଶିଶୁର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ପୁରୁଣିଆ ନିକଟରେ ଏକ ଘରୋଇ ଆମ୍ବୁଲାନ୍ସଟି ଦୁର୍ଘଟଣାର ଶିକାର ହୋଇଛି । ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଗଛକୁ ଧକ୍କା ଦେଇଛି । ଯାହାଫଳରେ ଏହି ଦୁର୍ଘଟଣାରେ ଦେଢବର୍ଷର ଶିଶୁର ମୃତ୍ୟୁ ହୋଇଥିବା ୪ଜଣ ଗୁରୁତର ହୋଇଛନ୍ତି । ଏହି ଦୁର୍ଘଟଣା ପରେ ତୁରନ୍ତ ସମସ୍ତ ଗୁରୁତରଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଘଟଗାଁରୁ ଫେରୁଥିବା ବେଳେ ଘଟିଛି ଏହି ଦୁର୍ଘଟଣା ।
The post ଗଛକୁ ଧକ୍କା ଦେଲା ଆମ୍ବୁଲାନ୍ସ : ଶିଶୁ ମୃତ, ୪ ଗୁରୁତର appeared first on Prameya News7.