ଗଛକୁ ପିଟି ଓଲଟିଲା ସ୍କର୍ପିଓ, ୩ ମୃତ

ବୀରମିତ୍ରପୁର: ଗଛକୁ ପିଟିବା ପରେ ସ୍କର୍ପିଓ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ୩ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଏହି ଦୁର୍ଘଟଣାରେ ୩ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଝାଡ଼ଖଣ୍ଡ ଚତରାରେ ଭାରସାମ୍ୟ ହରାଇ ସ୍କର୍ପିଓ ଦୁର୍ଘଟଣା ଘଟାଇଥିଲା। ଏହି ଦୁର୍ଘଟଣାରେ ୩ଜଣ ମୃତ୍ୟୁ ହୋଇଥିବାବେଳେ ୩ଜଣ ଗୁରୁତର ଭାବେ ଆହତ ହୋଇଥିଲେ। ଗୁରୁତରଙ୍କ ମଧ୍ୟରେ ରାଇବଗା ଥାନାର ଜଣେ ହୋମଗାର୍ଡ ଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମବାହିନୀ ଏବଂ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱୀତ କରିଥିଲେ ଏବଂ […]

ଗଛକୁ ପିଟି ଓଲଟିଲା ସ୍କର୍ପିଓ, ୩ ମୃତ

ବୀରମିତ୍ରପୁର: ଗଛକୁ ପିଟିବା ପରେ ସ୍କର୍ପିଓ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ୩ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଏହି ଦୁର୍ଘଟଣାରେ ୩ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଝାଡ଼ଖଣ୍ଡ ଚତରାରେ ଭାରସାମ୍ୟ ହରାଇ ସ୍କର୍ପିଓ ଦୁର୍ଘଟଣା ଘଟାଇଥିଲା। ଏହି ଦୁର୍ଘଟଣାରେ ୩ଜଣ ମୃତ୍ୟୁ ହୋଇଥିବାବେଳେ ୩ଜଣ ଗୁରୁତର ଭାବେ ଆହତ ହୋଇଥିଲେ। ଗୁରୁତରଙ୍କ ମଧ୍ୟରେ ରାଇବଗା ଥାନାର ଜଣେ ହୋମଗାର୍ଡ ଥିବା ଜଣାପଡ଼ିଛି।

ଖବର ପାଇ ଅଗ୍ନିଶମବାହିନୀ ଏବଂ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱୀତ କରିଥିଲେ ଏବଂ ଗୁରୁତରମାନଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ମେଡ଼ିକାଲକୁ ପଠାଇଥିଲେ।