ଗଜ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୁଷୋତ୍ତମପୁର,୨୨ା୬(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁରରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଶନିବାର ମହାସମାରୋହରେ ପାଳିତ ହୋଇଯାଇଛି। ରଥସାହି ଜଗନ୍ନାଥ ମନ୍ଦିରରେ ସେବାୟତମାନେ ଶ୍ରୀଜିଉଙ୍କୁ ରତ୍ନବେଦିରୁ ଆଣି ସ୍ନାନବେଦିରେ ବିଜେ କରି ସ୍ନାନ କରାଇଛନ୍ତି। ଭକ୍ତଙ୍କୁ ଗଜାନନ ବେଶରେ ଦର୍ଶନ ଦେଉଛନ୍ତି ଜଗନ୍ନାଥ। ସ୍ନାନବେଦିରେ ଜଗନ୍ନାଥଙ୍କୁ ଦେଖି ଭକ୍ତମାନେ ବିଭୋର ହୋଇପଡ଼ିଛନ୍ତି। ଏହାକୁ ଟ୍ରଷ୍ଟବୋର୍ଡର ସମସ୍ତ ସଦସ୍ୟ ଓ ସେବାୟତମାନେ ପରିଚାଳନା କରିଥିଲେ। The post ଗଜ ବେଶରେ ଦର୍ଶନ ଦେଲେ ମହାପ୍ରଭୁ appeared first on Dharitri Odia News.

ଗଜ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୁଷୋତ୍ତମପୁର,୨୨ା୬(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁରରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଶନିବାର ମହାସମାରୋହରେ ପାଳିତ ହୋଇଯାଇଛି। ରଥସାହି ଜଗନ୍ନାଥ ମନ୍ଦିରରେ ସେବାୟତମାନେ ଶ୍ରୀଜିଉଙ୍କୁ ରତ୍ନବେଦିରୁ ଆଣି ସ୍ନାନବେଦିରେ ବିଜେ କରି ସ୍ନାନ କରାଇଛନ୍ତି। ଭକ୍ତଙ୍କୁ ଗଜାନନ ବେଶରେ ଦର୍ଶନ ଦେଉଛନ୍ତି ଜଗନ୍ନାଥ। ସ୍ନାନବେଦିରେ ଜଗନ୍ନାଥଙ୍କୁ ଦେଖି ଭକ୍ତମାନେ ବିଭୋର ହୋଇପଡ଼ିଛନ୍ତି। ଏହାକୁ ଟ୍ରଷ୍ଟବୋର୍ଡର ସମସ୍ତ ସଦସ୍ୟ ଓ ସେବାୟତମାନେ ପରିଚାଳନା କରିଥିଲେ।

The post ଗଜ ବେଶରେ ଦର୍ଶନ ଦେଲେ ମହାପ୍ରଭୁ appeared first on Dharitri Odia News.