ଗଜପତି ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ କବି ଶ୍ରୀ ଜୟଦେବ ଜୟନ୍ତୀ ପାଳିତ

ପାରଳାଖେମୁଣ୍ଡି:୧୦/୫(ଗରୁଡ଼ ଧ୍ଵଜ ଚୌଧୁରୀ)ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ ସକାଳ ୯ ଘଟିକା ସମୟରେ ଶ୍ରୀ ଜୟଦେବ ଜୟନ୍ତୀ ଜିଲ୍ଲା ସଂସ୍କୃତି କାର୍ଯ୍ୟଳୟ ଠାରେ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଶ୍ରୀ ଜୟଦେବ ଫୋଟ ଚିତ୍ରରେ ସମସ୍ତେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଜୟଦେବଙ୍କ ସାହିତ୍ୟିକ ଜୀବନ ର ଇତିହାସ ବିଷୟରେ କହିଥିଲେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦାସ କହିଥିଲେ। […] The post ଗଜପତି ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ କବି ଶ୍ରୀ ଜୟଦେବ ଜୟନ୍ତୀ ପାଳିତ appeared first on Odisha.News.

ଗଜପତି ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ କବି ଶ୍ରୀ ଜୟଦେବ ଜୟନ୍ତୀ ପାଳିତ

ପାରଳାଖେମୁଣ୍ଡି:୧୦/୫(ଗରୁଡ଼ ଧ୍ଵଜ ଚୌଧୁରୀ)ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ ସକାଳ ୯ ଘଟିକା ସମୟରେ ଶ୍ରୀ ଜୟଦେବ ଜୟନ୍ତୀ ଜିଲ୍ଲା ସଂସ୍କୃତି କାର୍ଯ୍ୟଳୟ ଠାରେ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଶ୍ରୀ ଜୟଦେବ ଫୋଟ ଚିତ୍ରରେ ସମସ୍ତେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଜୟଦେବଙ୍କ ସାହିତ୍ୟିକ ଜୀବନ ର ଇତିହାସ ବିଷୟରେ କହିଥିଲେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦାସ କହିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରିଣୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସଦସ୍ୟା ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।

The post ଗଜପତି ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ କବି ଶ୍ରୀ ଜୟଦେବ ଜୟନ୍ତୀ ପାଳିତ appeared first on Odisha.News.