ଗଜପତି ମହାରାଜାଙ୍କ ପୁଷ୍ୟାଭିଷେକ ନୀତି
ପୁରୀ,୨୬।୧: ଆଜି ପବିତ୍ର ପୌଷ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦେବାଭିଷେକ ତଥା ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଛି। ମହାପ୍ରଭୁ ସୁବର୍ଣ୍ଣ ଅଳଙ୍କାର ପରିଧାନ କରି ଆଜି ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏ ନେଇ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି। ଏହା ସହ ପୁଷ୍ୟା ନକ୍ଷତ୍ର ତିଥିରେ ଗଜପତି ମହାରାଜାଙ୍କ ଅଭିଷେକ ନୀତି ଅନୁଷ୍ଠିତ ହୋଇଛି। ବିଭିନ୍ନ ରୀତିନୀତି ପୂଜାର୍ଚ୍ଚନା ଅଭିଷେକ ହୋଇଛି। The post ଗଜପତି ମହାରାଜାଙ୍କ ପୁଷ୍ୟାଭିଷେକ ନୀତି appeared first on Dharitri Odia News.
ପୁରୀ,୨୬।୧: ଆଜି ପବିତ୍ର ପୌଷ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦେବାଭିଷେକ ତଥା ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଛି। ମହାପ୍ରଭୁ ସୁବର୍ଣ୍ଣ ଅଳଙ୍କାର ପରିଧାନ କରି ଆଜି ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏ ନେଇ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି। ଏହା ସହ ପୁଷ୍ୟା ନକ୍ଷତ୍ର ତିଥିରେ ଗଜପତି ମହାରାଜାଙ୍କ ଅଭିଷେକ ନୀତି ଅନୁଷ୍ଠିତ ହୋଇଛି। ବିଭିନ୍ନ ରୀତିନୀତି ପୂଜାର୍ଚ୍ଚନା ଅଭିଷେକ ହୋଇଛି।
The post ଗଜପତି ମହାରାଜାଙ୍କ ପୁଷ୍ୟାଭିଷେକ ନୀତି appeared first on Dharitri Odia News.