ଗଜପତି ମହାରାଜାଙ୍କ ଭାଇ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ପରଲୋକ
ପୁରୀ,୧୬ା୬: ଗଜପତି ମହାରାଜାଙ୍କ ସାନଭାଇ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ୬୭ ବର୍ଷ ବୟସରେ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ହୃଦଘାତରେ ଦେହାନ୍ତ ହୋଇଥିବା ଜଣାପଡ଼ିଛି। ଥାଟରାଜାଙ୍କ ବିୟୋଗରେ ପୁରୀରେ ଶୋକର ଛାୟା ଖେଳିଯାଇଛି। ସ୍ୱର୍ଗଦ୍ୱାରଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ। The post ଗଜପତି ମହାରାଜାଙ୍କ ଭାଇ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ପରଲୋକ appeared first on Dharitri Odia News.
ପୁରୀ,୧୬ା୬: ଗଜପତି ମହାରାଜାଙ୍କ ସାନଭାଇ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ୬୭ ବର୍ଷ ବୟସରେ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ହୃଦଘାତରେ ଦେହାନ୍ତ ହୋଇଥିବା ଜଣାପଡ଼ିଛି। ଥାଟରାଜାଙ୍କ ବିୟୋଗରେ ପୁରୀରେ ଶୋକର ଛାୟା ଖେଳିଯାଇଛି। ସ୍ୱର୍ଗଦ୍ୱାରଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ।
The post ଗଜପତି ମହାରାଜାଙ୍କ ଭାଇ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ପରଲୋକ appeared first on Dharitri Odia News.