ଗଞ୍ଜାମ ଜ଼ିଲ୍ଲାକୁ ୬୩୮ କୋଟି ଟଙ୍କାର ଭେଟି ଦେଲେ ମୁଖ୍ୟମନ୍ତ୍ରୀ
ଛତ୍ରପୁର, ୮।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜ଼ିଲା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ବ୍ରହ୍ମପୁରଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୬୩୮ କୋଟି ୩୨ ଲକ୍ଷ, ୮୨ ହଜାର ଟଙ୍କା ର ଭେଟି ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ୪୯୨ କୋଟି ୯୦ ଲକ୍ଷ ଟଙ୍କା ମୂଲ୍ୟର ୩୦ ଟି ପ୍ରକଳ୍ପର ଭିତ୍ତପ୍ରସ୍ତର ସ୍ଥାପନ କରିଛନ୍ତି । ଏହାସହିତ ପ୍ରାୟ ୧୪୫ କୋଟି ୪୨ ଲକ୍ଷ ୭୦ ହଜାର ଟଙ୍କାର ୫୧ଟି ପ୍ରକଳ୍ପର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ କରିଛନ୍ତି। ଏହି କାର୍ଯ୍ୟକ୍ରମରେ […] The post ଗଞ୍ଜାମ ଜ଼ିଲ୍ଲାକୁ ୬୩୮ କୋଟି ଟଙ୍କାର ଭେଟି ଦେଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଛତ୍ରପୁର, ୮।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜ଼ିଲା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ବ୍ରହ୍ମପୁରଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୬୩୮ କୋଟି ୩୨ ଲକ୍ଷ, ୮୨ ହଜାର ଟଙ୍କା ର ଭେଟି ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ୪୯୨ କୋଟି ୯୦ ଲକ୍ଷ ଟଙ୍କା ମୂଲ୍ୟର ୩୦ ଟି ପ୍ରକଳ୍ପର ଭିତ୍ତପ୍ରସ୍ତର ସ୍ଥାପନ କରିଛନ୍ତି । ଏହାସହିତ ପ୍ରାୟ ୧୪୫ କୋଟି ୪୨ ଲକ୍ଷ ୭୦ ହଜାର ଟଙ୍କାର ୫୧ଟି ପ୍ରକଳ୍ପର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡା, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଜେନା, ମତ୍ସ୍ୟ ଓ ପ୍ରାଣୀସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲିକ, ବ୍ରହ୍ମପୁର ଏମ୍ପି ପ୍ରଦୀପ ପାଣିଗ୍ରାହୀ, ଆସ୍କା ଏମ୍ପି ଅନୀତା ଶୁଭଦର୍ଶନୀ, ଜ଼ିଲାର ବିଧାୟକଗଣ, ଗଞ୍ଜାମ ଜ଼ିଲାପାଳ ଦିବ୍ୟଜ୍ୟୋତି ପରିଡା ପ୍ରମୁଖ ଉପସ୍ଥିତ ଥିଲେ।
The post ଗଞ୍ଜାମ ଜ଼ିଲ୍ଲାକୁ ୬୩୮ କୋଟି ଟଙ୍କାର ଭେଟି ଦେଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.