ଗଞ୍ଜାମରେ ୫-ଟି ଅଧ୍ୟକ୍ଷଙ୍କୁ ଟମାଟୋ ମାଡ଼
ବେଲଗୁଣ୍ଠା,୨୨।୨: ୫-ଟି ଅଧ୍ୟକ୍ଷ ଭି. କେ ପାଣ୍ଡିଆନଙ୍କୁ ଟମାଟୋ ମାଡ଼। ଗଞ୍ଜାମ ଜିଲା ବେଲଗୁଣ୍ଠାଠାରେ ଆୟୋଜିତ ‘ଆମ ଓଡ଼ିଶା ନବୀନ ଓଡିଶା’ କାର୍ଯ୍ୟକ୍ରମରେ ପାଣ୍ଡିଆନଙ୍କ ଉପରକୁ ଟମାଟୋ ମାଡ଼ ହୋଇଛି। ଟମାଟୋ ମାଡ଼ କରିଥିବା ବ୍ୟକ୍ତି ଜଣକ କଂଗ୍ରେସର ଜଣେ କର୍ମୀ ବୋଲି କୁହାଯାଉଛି। ସୂଚନାନୁଯାୟୀ, ଅପରାହ୍ନରେ ୫ଟି ଅଧ୍ୟକ୍ଷ ପାଣ୍ଡିଆନ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ବେଲଗୁଣ୍ଠାରେ ଓହ୍ଲାଇଥିଲେ। ସେଠାରୁ କାର୍ଯ୍ୟକ୍ରମସ୍ଥଳକୁ ଯିବା ବେଳେ ହଠାତ୍ ଜଣେ ଯୁବକ ପଶି ଆସି ତାଙ୍କୁ ଟମାଟୋ ଫିଙ୍ଗିଥିଲେ। ଉପସ୍ଥିତ […] The post ଗଞ୍ଜାମରେ ୫-ଟି ଅଧ୍ୟକ୍ଷଙ୍କୁ ଟମାଟୋ ମାଡ଼ appeared first on Dharitri Odia News.
ବେଲଗୁଣ୍ଠା,୨୨।୨: ୫-ଟି ଅଧ୍ୟକ୍ଷ ଭି. କେ ପାଣ୍ଡିଆନଙ୍କୁ ଟମାଟୋ ମାଡ଼। ଗଞ୍ଜାମ ଜିଲା ବେଲଗୁଣ୍ଠାଠାରେ ଆୟୋଜିତ ‘ଆମ ଓଡ଼ିଶା ନବୀନ ଓଡିଶା’ କାର୍ଯ୍ୟକ୍ରମରେ ପାଣ୍ଡିଆନଙ୍କ ଉପରକୁ ଟମାଟୋ ମାଡ଼ ହୋଇଛି। ଟମାଟୋ ମାଡ଼ କରିଥିବା ବ୍ୟକ୍ତି ଜଣକ କଂଗ୍ରେସର ଜଣେ କର୍ମୀ ବୋଲି କୁହାଯାଉଛି।
ସୂଚନାନୁଯାୟୀ, ଅପରାହ୍ନରେ ୫ଟି ଅଧ୍ୟକ୍ଷ ପାଣ୍ଡିଆନ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ବେଲଗୁଣ୍ଠାରେ ଓହ୍ଲାଇଥିଲେ। ସେଠାରୁ କାର୍ଯ୍ୟକ୍ରମସ୍ଥଳକୁ ଯିବା ବେଳେ ହଠାତ୍ ଜଣେ ଯୁବକ ପଶି ଆସି ତାଙ୍କୁ ଟମାଟୋ ଫିଙ୍ଗିଥିଲେ। ଉପସ୍ଥିତ ସୁରକ୍ଷୀ କର୍ମୀ ଓ ପୋଲିସ ସଂପୃକ୍ତ ଯୁବକଙ୍କୁ କାବୁ କରି ନେଇଥିଲେ। ପରେ ପୋଲିସ ଯୁବକଙ୍କୁ ଉଦ୍ଧାର କରି ଥାନାକୁ ନେଇଛି।
The post ଗଞ୍ଜାମରେ ୫-ଟି ଅଧ୍ୟକ୍ଷଙ୍କୁ ଟମାଟୋ ମାଡ଼ appeared first on Dharitri Odia News.