ଗଞ୍ଜେଇ ଚଢ଼ାଉବେଳେ ପୋଲିସକୁ ମରଣାନ୍ତକ ଆକ୍ରମଣ
ଝାରବନ୍ଧ,୧୧ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନ୍ତର୍ଗତ ନିତ୍ୟାନନ୍ଦପୁର ଗ୍ରାମରେ ଗୁରୁବାର ଭୋର୍ରୁ ପୋଲିସ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ଗ୍ରାମର ନାନୁ ସାହୁଙ୍କ ଘରେ ଗଞ୍ଜେଇ କାରବାର ନେଇ ଚଢ଼ାଉ କରିବା ସମୟରେ ପରିବାର ଲୋକେ ପୋଲିସ ଉପରକୁ ଆକ୍ରମଣ କରିଥିବା ସୂଚନା ମିଳିଛି। ଏହା ସହିତ ପୋଲିସ ଗାଡ଼ିକୁ ଭଙ୍ଗାରୁଜା କରାଯାଇଛି। ପୋଲିସକୁ ଆକ୍ରମଣ କରି ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଘଟଣାସ୍ଥଳରେ ଉପଖଣ୍ଡ ପୋଲିସ ଅଧିକାରୀ ବିଭୂତି ଭୂଷଣ ଭୋଇ ପହଞ୍ଚି […] The post ଗଞ୍ଜେଇ ଚଢ଼ାଉବେଳେ ପୋଲିସକୁ ମରଣାନ୍ତକ ଆକ୍ରମଣ appeared first on Dharitri Odia News.
ଝାରବନ୍ଧ,୧୧ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନ୍ତର୍ଗତ ନିତ୍ୟାନନ୍ଦପୁର ଗ୍ରାମରେ ଗୁରୁବାର ଭୋର୍ରୁ ପୋଲିସ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ଗ୍ରାମର ନାନୁ ସାହୁଙ୍କ ଘରେ ଗଞ୍ଜେଇ କାରବାର ନେଇ ଚଢ଼ାଉ କରିବା ସମୟରେ ପରିବାର ଲୋକେ ପୋଲିସ ଉପରକୁ ଆକ୍ରମଣ କରିଥିବା ସୂଚନା ମିଳିଛି। ଏହା ସହିତ ପୋଲିସ ଗାଡ଼ିକୁ ଭଙ୍ଗାରୁଜା କରାଯାଇଛି। ପୋଲିସକୁ ଆକ୍ରମଣ କରି ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଘଟଣାସ୍ଥଳରେ ଉପଖଣ୍ଡ ପୋଲିସ ଅଧିକାରୀ ବିଭୂତି ଭୂଷଣ ଭୋଇ ପହଞ୍ଚି ତଦନ୍ତ କରୁଛନ୍ତି।
The post ଗଞ୍ଜେଇ ଚଢ଼ାଉବେଳେ ପୋଲିସକୁ ମରଣାନ୍ତକ ଆକ୍ରମଣ appeared first on Dharitri Odia News.