ଗାଁ ଦାଣ୍ଡରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ
ପୁରୁଷୋତ୍ତମପୁର,୫।୧୧(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ସୋମବାର ରାତିରେ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ଆକ୍ରମଣ କରାଯାଇଛି। ସେ ହେଲେ ସୁଶାନ୍ତ ବେହେରା। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ପୁରୁଷୋତ୍ତମପୁର ଡାକ୍ତରଖାନା ଓ ପରେ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଛି। ପୁରୁଷୋତ୍ତମପୁର ଏସଡିପିଓ ରଜନିକାନ୍ତ ସାମଲ ସ୍ବାସ୍ଥ୍ୟକେନ୍ଦ୍ରରେ ସୁଶାନ୍ତଙ୍କ ବୟାନ ନେବା ସହ ତଦନ୍ତ ଚଲାଇଛନ୍ତି। କେଉଁ କାରଣରୁ ଏଭଳି ଆକ୍ରମଣ କରାଯାଇଛି ତାହା ସ୍ବଷ୍ଟ ହୋଇନାହିଁ। The post ଗାଁ ଦାଣ୍ଡରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ appeared first on Dharitri Odia News.
ପୁରୁଷୋତ୍ତମପୁର,୫।୧୧(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ସୋମବାର ରାତିରେ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ଆକ୍ରମଣ କରାଯାଇଛି। ସେ ହେଲେ ସୁଶାନ୍ତ ବେହେରା। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ପୁରୁଷୋତ୍ତମପୁର ଡାକ୍ତରଖାନା ଓ ପରେ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଛି। ପୁରୁଷୋତ୍ତମପୁର ଏସଡିପିଓ ରଜନିକାନ୍ତ ସାମଲ ସ୍ବାସ୍ଥ୍ୟକେନ୍ଦ୍ରରେ ସୁଶାନ୍ତଙ୍କ ବୟାନ ନେବା ସହ ତଦନ୍ତ ଚଲାଇଛନ୍ତି। କେଉଁ କାରଣରୁ ଏଭଳି ଆକ୍ରମଣ କରାଯାଇଛି ତାହା ସ୍ବଷ୍ଟ ହୋଇନାହିଁ।
The post ଗାଁ ଦାଣ୍ଡରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ appeared first on Dharitri Odia News.