ଗାଁଠୁ ସହର ସବୁଠି ହୋଲିକୁ ନେଇ ଚଳଚଞ୍ଚଳ

ବାଲିଗୁଡା,୨୬।୩:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ରଙ୍ଗର ପର୍ବ ହୋଲି । ଏହି ଦିନରେ ସମସ୍ତେ ପର ଆପଣା ଭେଦଭାବ ଭୁଲି ପରସ୍ପରକୁ ରଙ୍ଗ ଲଗାଇଥାନ୍ତି। ଗାଁଠୁ ସହର ସବୁଠି ହୋଲିକୁ ନେଇ ଚଳଚଞ୍ଚଳ।  ଏ ନେଇ କନ୍ଧମାଳ ଜିଲାର ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ପ୍ରବଳ ଉତ୍ସାହର ସହିତ ହୋଲି ପାଳିତ ହୋଇଛି। ପରସ୍ପରକୁ ଅବିର ଓ ରଙ୍ଗ ଲଗାଇ ହୋଲିର ଅଭିନ୍ଦନ ଜଣାଇଛନ୍ତ। କିଛି ସମୟ ପାଇଁ ହେଉ ପଛେ ସମସ୍ତେ ଭୁଲି […] The post ଗାଁଠୁ ସହର ସବୁଠି ହୋଲିକୁ ନେଇ ଚଳଚଞ୍ଚଳ appeared first on Dharitri Odia News.

ଗାଁଠୁ ସହର ସବୁଠି ହୋଲିକୁ ନେଇ ଚଳଚଞ୍ଚଳ
ବାଲିଗୁଡା,୨୬।୩:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ରଙ୍ଗର ପର୍ବ ହୋଲି । ଏହି ଦିନରେ ସମସ୍ତେ ପର ଆପଣା ଭେଦଭାବ ଭୁଲି ପରସ୍ପରକୁ ରଙ୍ଗ ଲଗାଇଥାନ୍ତି। ଗାଁଠୁ ସହର ସବୁଠି ହୋଲିକୁ ନେଇ ଚଳଚଞ୍ଚଳ।
 ଏ ନେଇ କନ୍ଧମାଳ ଜିଲାର ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ପ୍ରବଳ ଉତ୍ସାହର ସହିତ ହୋଲି ପାଳିତ ହୋଇଛି। ପରସ୍ପରକୁ ଅବିର ଓ ରଙ୍ଗ ଲଗାଇ ହୋଲିର ଅଭିନ୍ଦନ ଜଣାଇଛନ୍ତ।
କିଛି ସମୟ ପାଇଁ ହେଉ ପଛେ ସମସ୍ତେ ଭୁଲି ଯାଇଛନ୍ତି ଜୀବନର ସବୁ ଦୁଃଖ, କଷ୍ଟ। ରଙ୍ଗ ଖେଳିବା ସହ ସମସ୍ତେ ମଜ୍ଜି ଯାଇଥିଲେ ନାଚ, ଗୀତରେ।

The post ଗାଁଠୁ ସହର ସବୁଠି ହୋଲିକୁ ନେଇ ଚଳଚଞ୍ଚଳ appeared first on Dharitri Odia News.