ଗାଁରେ ଗୋଷ୍ଠୀ ସଂଘର୍ଷ : ୨ ଗୁରୁତର ହସ୍ପିଟାଲରେ ଭର୍ତ୍ତି
ଆନନ୍ଦପୁର,୧୩।୮: କେନ୍ଦୁଝର ଜିଲା ଘଷିପୁରା ଥାନା ବୀରମିତ୍ରପୁର ଗାଁରେ ଗୋଷ୍ଠୀ ସଂଘର୍ଷ ଘଟିଛି। ପୂର୍ବ ଶତ୍ରୁତାରୁ ଏହି ସଂଘର୍ଷ ଘଟିଥିବା ସୂଚନା ମିଳିଛି। ଗୋଷ୍ଠୀ ସଂଘର୍ଷରେ ୨ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷେ ପୋଲିସ ୩ଜଣଙ୍କୁ ଅଟକ ରଖି ଘଟଣାର ତଦନ୍ତ ଆରମ୍ଭ କରିଛି। ଗାଁରେ ଉତ୍ତେଜନା ପରିସ୍ଥିତିକୁ ଦୃଷ୍ଟିରେ ରଖି ପୋଲିସ ମୃତୟନ କରାଯାଇଛି। The post ଗାଁରେ ଗୋଷ୍ଠୀ ସଂଘର୍ଷ : ୨ ଗୁରୁତର ହସ୍ପିଟାଲରେ ଭର୍ତ୍ତି appeared first on Dharitri Odia News.
ଆନନ୍ଦପୁର,୧୩।୮: କେନ୍ଦୁଝର ଜିଲା ଘଷିପୁରା ଥାନା ବୀରମିତ୍ରପୁର ଗାଁରେ ଗୋଷ୍ଠୀ ସଂଘର୍ଷ ଘଟିଛି। ପୂର୍ବ ଶତ୍ରୁତାରୁ ଏହି ସଂଘର୍ଷ ଘଟିଥିବା ସୂଚନା ମିଳିଛି। ଗୋଷ୍ଠୀ ସଂଘର୍ଷରେ ୨ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷେ ପୋଲିସ ୩ଜଣଙ୍କୁ ଅଟକ ରଖି ଘଟଣାର ତଦନ୍ତ ଆରମ୍ଭ କରିଛି। ଗାଁରେ ଉତ୍ତେଜନା ପରିସ୍ଥିତିକୁ ଦୃଷ୍ଟିରେ ରଖି ପୋଲିସ ମୃତୟନ କରାଯାଇଛି।
The post ଗାଁରେ ଗୋଷ୍ଠୀ ସଂଘର୍ଷ : ୨ ଗୁରୁତର ହସ୍ପିଟାଲରେ ଭର୍ତ୍ତି appeared first on Dharitri Odia News.