ଗାଡ଼ି ରଖି ମହୁଲ ଗଛରେ ଝୁଲି ପଡ଼ିଲେ ଯୁବକ
ମାଧପୁର,୫।୩(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା ବେହେରାପଡା ଛକ ନିକଟ ଏକ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୁରୁଣା ମାଣତ୍ରି ପଞ୍ଚାୟତ ଅଧୀନ ରାଜିଙ୍ଗ ଗ୍ରାମର ରାକେଶ ବିଶ୍ୱାଳ। ରାକେଶ ଏକ ମହୁଲ ଗଛ ନିକଟରେ ସ୍କୁଟି ରଖି ଝୁଲିପଡ଼ିଛନ୍ତି। ଖବରପାଇ କିଆକଟା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।ତେବେ ଆତ୍ମହତ୍ୟାର କାରଣ ଜଣାପଡ଼ି ନାହିଁ। The post ଗାଡ଼ି ରଖି ମହୁଲ ଗଛରେ ଝୁଲି ପଡ଼ିଲେ ଯୁବକ appeared first on Dharitri Odia News.
ମାଧପୁର,୫।୩(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା ବେହେରାପଡା ଛକ ନିକଟ ଏକ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୁରୁଣା ମାଣତ୍ରି ପଞ୍ଚାୟତ ଅଧୀନ ରାଜିଙ୍ଗ ଗ୍ରାମର ରାକେଶ ବିଶ୍ୱାଳ। ରାକେଶ ଏକ ମହୁଲ ଗଛ ନିକଟରେ ସ୍କୁଟି ରଖି ଝୁଲିପଡ଼ିଛନ୍ତି। ଖବରପାଇ କିଆକଟା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।ତେବେ ଆତ୍ମହତ୍ୟାର କାରଣ ଜଣାପଡ଼ି ନାହିଁ।
The post ଗାଡ଼ି ରଖି ମହୁଲ ଗଛରେ ଝୁଲି ପଡ଼ିଲେ ଯୁବକ appeared first on Dharitri Odia News.