ଗାଡି ପାର୍କିଂକୁ ନେଇ ରାଜଧାନୀରେ ଡବଲ ମର୍ଡର

ଭୁବନେଶ୍ବର: ଜମି ବାଡ଼ି ବିବାଦ ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀରେ ଡବଲ ମର୍ଡର । ଜଣଙ୍କର ଘଟଣାସ୍ଥଳରେ... The post ଗାଡି ପାର୍କିଂକୁ ନେଇ ରାଜଧାନୀରେ ଡବଲ ମର୍ଡର appeared first on .

ଗାଡି ପାର୍କିଂକୁ ନେଇ ରାଜଧାନୀରେ ଡବଲ ମର୍ଡର

ଭୁବନେଶ୍ବର: ଜମି ବାଡ଼ି ବିବାଦ ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀରେ ଡବଲ ମର୍ଡର । ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ, ହସ୍ପିଟାଲରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି। ଭୁବନେଶ୍ବର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ହାଇଟେକ ଆପାର୍ଟମେଣ୍ଟ ନିକଟରେ ଘଟିଛି ଏଭଳି ଘଟଣା। ଭୁବନେଶ୍ୱର ଡିସିପି ଘଟଣାସ୍ଥଳରେ ପହଞ୍ଚିଛନ୍ତି ।

ଅଭିଯୁକ୍ତଙ୍କୁ ଧରିବା ପାଇଁ ଏୟାରଫିଲ୍ଡ ଥାନା ପୋଲିସ ଓ ସ୍ପେଶାଲ ସ୍କ୍ୱାଡ ଛାନବିନ ଆରମ୍ଭ କରିଛି ।

The post ଗାଡି ପାର୍କିଂକୁ ନେଇ ରାଜଧାନୀରେ ଡବଲ ମର୍ଡର appeared first on .