ଗାଧୋଇବାକୁ ଯାଇ ବୁଡ଼ିଗଲେ ଦୁଇ, ଜଣେ ନିଖୋଜ
ବାରିପଦା,୧୫ା୬(ନିଳାଦ୍ରୀ ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶ ଲୁଲୁଙ୍ଗ ଅଞ୍ଚଳରେ ଗାଧୋଇବାକୁ ଯାଇ ତିନିଜଣ ବଡ଼ିଯିବା ଭଳି ଦୁଃଖଦ ଘଟଣା ଘଟିଛି। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ୨ଜଣଙ୍କ ମୃତ ଦେହକୁ ଉଦ୍ଧାର କରିଥିବା ବେଳେ ଜଣେ ନିଖୋଜ ରହିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିବା ସହ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ବାରିପଦା ପିଆରଏମ୍ ମେଡିକାଲକୁ ପଠାଇଛି। ମୃତକ ଦ୍ବୟ ବାରିପଦା ଭଞ୍ଜପୁର ଅଞ୍ଚଳର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। The post ଗାଧୋଇବାକୁ ଯାଇ ବୁଡ଼ିଗଲେ ଦୁଇ, ଜଣେ ନିଖୋଜ appeared first on Dharitri Odia News.
ବାରିପଦା,୧୫ା୬(ନିଳାଦ୍ରୀ ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶ ଲୁଲୁଙ୍ଗ ଅଞ୍ଚଳରେ ଗାଧୋଇବାକୁ ଯାଇ ତିନିଜଣ ବଡ଼ିଯିବା ଭଳି ଦୁଃଖଦ ଘଟଣା ଘଟିଛି। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ୨ଜଣଙ୍କ ମୃତ ଦେହକୁ ଉଦ୍ଧାର କରିଥିବା ବେଳେ ଜଣେ ନିଖୋଜ ରହିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିବା ସହ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ବାରିପଦା ପିଆରଏମ୍ ମେଡିକାଲକୁ ପଠାଇଛି। ମୃତକ ଦ୍ବୟ ବାରିପଦା ଭଞ୍ଜପୁର ଅଞ୍ଚଳର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।
The post ଗାଧୋଇବାକୁ ଯାଇ ବୁଡ଼ିଗଲେ ଦୁଇ, ଜଣେ ନିଖୋଜ appeared first on Dharitri Odia News.