ଗିରଫ ହେଲେ କୁବେର ଅତିରିକ୍ତ ବିଡିଓ ଅସିତ କୁମାର ପାତ୍ର
ଗିରଫ ହେଲେ ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ୍ର କୁବେର ଅତିରିକ୍ତ ବିଡିଓ ଅସିତ କୁମାର ପାତ୍ର । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅସିତ କୁମାର ପାତ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ ବିଭାଗ । ଆୟଠୁ ୨୦୫ ପ୍ରତିଶତ ଅଧିକ ଅର୍ଥ ଜମା କରିବା