ଗିରଫ ହେଲେ କେନ୍ଦ୍ରାପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ

କେନ୍ଦ୍ରାପଡ଼ା,୧୭ା୮: କେନ୍ଦ୍ରାପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ରଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ଗତକାଲି ପ୍ରଦୀପଙ୍କ ଘର, ଅଫିସ ସହିତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଥିଲା ଭିଜିଲାନ୍ସ ବିଭାଗ। ଏହି ଚଢ଼ାଉ ସମୟରେ ଅଢ଼େଇ କୋଟି ଟଙ୍କା ଜମା, ୨ଟି କୋଠା ଏବଂ ୮୫୦ ଗ୍ରାମ୍‌ର ସୁନା ମିଳିଥିଲା। ତେବେ ଆଜି ପ୍ରଦୀପଙ୍କୁ ଗିରଫ କରାଯାଇଛି। The post ଗିରଫ ହେଲେ କେନ୍ଦ୍ରାପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ appeared first on Dharitri Odia News.

ଗିରଫ ହେଲେ କେନ୍ଦ୍ରାପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ

କେନ୍ଦ୍ରାପଡ଼ା,୧୭ା୮: କେନ୍ଦ୍ରାପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ରଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ଗତକାଲି ପ୍ରଦୀପଙ୍କ ଘର, ଅଫିସ ସହିତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଥିଲା ଭିଜିଲାନ୍ସ ବିଭାଗ। ଏହି ଚଢ଼ାଉ ସମୟରେ ଅଢ଼େଇ କୋଟି ଟଙ୍କା ଜମା, ୨ଟି କୋଠା ଏବଂ ୮୫୦ ଗ୍ରାମ୍‌ର ସୁନା ମିଳିଥିଲା। ତେବେ ଆଜି ପ୍ରଦୀପଙ୍କୁ ଗିରଫ କରାଯାଇଛି।

The post ଗିରଫ ହେଲେ କେନ୍ଦ୍ରାପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ appeared first on Dharitri Odia News.