ଗିରଫ ହେଲେ କୋଟିପତି ଡେପୁଟି ଜେନେରାଲ ମ୍ୟାନେଜର

ଭୁବନେଶ୍ୱର,୧୯।୧୧:ଗିରଫ ହେଲେ କୋଟିପତି OPHWC ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର ସୁବାସ ଚନ୍ଦ୍ର ପଣ୍ଡା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗିରଫ କରିଛି। ଭୁବନେଶ୍ବରରେ ୩ ମହଲା କୋଠା, ୫ଟି ବହୁମୂଲ୍ୟ ପ୍ଲଟ ମିଳିଛି। ଏଥିସହ ୮୭୦ ଗ୍ରାମ ସୁନା, ୧୩.୪୭ ଲକ୍ଷ ଟଙ୍କା, ୧.୮୪ କୋଟି ଡିପୋଜିଟ ମିଳିଛି। The post ଗିରଫ ହେଲେ କୋଟିପତି ଡେପୁଟି ଜେନେରାଲ ମ୍ୟାନେଜର appeared first on Dharitri Odia News.

ଗିରଫ ହେଲେ କୋଟିପତି ଡେପୁଟି ଜେନେରାଲ ମ୍ୟାନେଜର

ଭୁବନେଶ୍ୱର,୧୯।୧୧:ଗିରଫ ହେଲେ କୋଟିପତି OPHWC ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର ସୁବାସ ଚନ୍ଦ୍ର ପଣ୍ଡା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗିରଫ କରିଛି। ଭୁବନେଶ୍ବରରେ ୩ ମହଲା କୋଠା, ୫ଟି ବହୁମୂଲ୍ୟ ପ୍ଲଟ ମିଳିଛି। ଏଥିସହ ୮୭୦ ଗ୍ରାମ ସୁନା, ୧୩.୪୭ ଲକ୍ଷ ଟଙ୍କା, ୧.୮୪ କୋଟି ଡିପୋଜିଟ ମିଳିଛି।

The post ଗିରଫ ହେଲେ କୋଟିପତି ଡେପୁଟି ଜେନେରାଲ ମ୍ୟାନେଜର appeared first on Dharitri Odia News.