ଗୁଜରାଟର କଚ୍ଛର ଏକ କାଠ କମ୍ପାନୀରେ ଭୟଙ୍କର ଅଗ୍ନିକାଣ୍ଡ

ନନ୍ଦିଘୋଷ ବ୍ୟୁରୋ : ଗୁଜରାଟର କଚ୍ଛର ଗାନ୍ଧୀଧାମ ଭାଚୌ ରାଜପଥରେ ଥିବା ଏକ ପେଟ୍ରୋଲ ପମ୍ପ ନିକଟରେ ଏକ କାଠ... The post ଗୁଜରାଟର କଚ୍ଛର ଏକ କାଠ କମ୍ପାନୀରେ ଭୟଙ୍କର ଅଗ୍ନିକାଣ୍ଡ appeared first on .

ଗୁଜରାଟର କଚ୍ଛର ଏକ କାଠ କମ୍ପାନୀରେ ଭୟଙ୍କର ଅଗ୍ନିକାଣ୍ଡ

ନନ୍ଦିଘୋଷ ବ୍ୟୁରୋ : ଗୁଜରାଟର କଚ୍ଛର ଗାନ୍ଧୀଧାମ ଭାଚୌ ରାଜପଥରେ ଥିବା ଏକ ପେଟ୍ରୋଲ ପମ୍ପ ନିକଟରେ ଏକ କାଠ କମ୍ପାନୀରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ସୂଚନା ପାଇ ସ୍ଥାନୀୟ ପୋଲିସ, ଗାନ୍ଧୀଧାମ ପୌରପାଳିକା ସମେତ ଅଗ୍ନିଶମ ବାହିନୀର ଦଳ ସହିତ ଘଟଣାସ୍ଥଳକୁ ଯାଇ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ରିପୋର୍ଟ ଅନୁଯାୟୀ, ପେଟ୍ରୋଲ ପମ୍ପର କର୍ମଚାରୀମାନଙ୍କୁ ସୁରକ୍ଷିତ ଭାବରେ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ସୁଦ୍ଧା କ୍ଷୟକ୍ଷତିର ଆକଳନ କରାଯାଇପାରିନାହିଁ । ଏପର୍ଯ୍ୟନ୍ତ କୌଣସି ମୃତାହତର ଖବର ମିଳିନାହିଁ  ।

The post ଗୁଜରାଟର କଚ୍ଛର ଏକ କାଠ କମ୍ପାନୀରେ ଭୟଙ୍କର ଅଗ୍ନିକାଣ୍ଡ appeared first on .