ଗୁଣିଗାରେଡ଼ି ସନ୍ଦେହ: ନାବାଳକଙ୍କ ଛୁରାମାଡ଼ରେ ଜଣେ ଗୁରୁତର
ରେଢ଼ାଖୋଲ,୧୩।୧୬: ଗୁଣିଗାରେଡ଼ି ସନ୍ଦେହରେ ଛୁରାମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲା ଚାରମାଳ ଅଞ୍ଚଳରେ। ସବୁଠୁ ବଡ଼କଥା ହେଲା ଜଣେ ନାବାଳକ ହିଁ ଛୁରାମାଡ଼ କରିଛନ୍ତି। ଗୁରୁତର ଅବସ୍ଥାରେ ବ୍ୟକ୍ତି ଜଣଙ୍କୁ ବୁର୍ଲା ଭର୍ତ୍ତି କରାଯାଇଛି। ନାବାଳଙ୍କୁ ଅଟକ ରଖି ଚାରମାଳ ଥାନା ପୋଲିସ ପଚରାଉଚରା କରୁଛି। The post ଗୁଣିଗାରେଡ଼ି ସନ୍ଦେହ: ନାବାଳକଙ୍କ ଛୁରାମାଡ଼ରେ ଜଣେ ଗୁରୁତର appeared first on Dharitri Odia News.
ରେଢ଼ାଖୋଲ,୧୩।୧୬: ଗୁଣିଗାରେଡ଼ି ସନ୍ଦେହରେ ଛୁରାମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲା ଚାରମାଳ ଅଞ୍ଚଳରେ। ସବୁଠୁ ବଡ଼କଥା ହେଲା ଜଣେ ନାବାଳକ ହିଁ ଛୁରାମାଡ଼ କରିଛନ୍ତି। ଗୁରୁତର ଅବସ୍ଥାରେ ବ୍ୟକ୍ତି ଜଣଙ୍କୁ ବୁର୍ଲା ଭର୍ତ୍ତି କରାଯାଇଛି। ନାବାଳଙ୍କୁ ଅଟକ ରଖି ଚାରମାଳ ଥାନା ପୋଲିସ ପଚରାଉଚରା କରୁଛି।
The post ଗୁଣିଗାରେଡ଼ି ସନ୍ଦେହ: ନାବାଳକଙ୍କ ଛୁରାମାଡ଼ରେ ଜଣେ ଗୁରୁତର appeared first on Dharitri Odia News.