ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସର ଏକ୍ସକ୍ଲୁସିଭ ଆଉଟଲେଟ୍
ଭୁବନେଶ୍ୱର,୧୩।୫: ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସର ଏକ୍ସକ୍ଲୁସିଭ ଆଉଟଲେଟ ସୋମବାର ଝାରସୁଗୁଡ଼ାର ବେହେରାମାଲ ରୋଡ୍ ରାଧାମାଧବ ମନ୍ଦିର ନିକଟରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସର ଡାଇରେକ୍ଟର ରାଜେଶ କୁମାର ଗୁପ୍ତା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦ୍ଘାଟନ କରିଥିଲେ। ଏହି ପରିପ୍ରେକ୍ଷୀରେ ଗୁପ୍ତା ପରିବାର ସଦସ୍ୟଙ୍କ ସମେତ ଶୋ’ରୁମ୍ କର୍ମଚାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ସେହିଭଳି ଏହି ଉଦଘାଟନୀ ଅବସରରେ ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସ ପକ୍ଷରୁ ମେଗା ସେଲ୍ ଅଫର ସମ୍ପର୍କରେ ଘୋଷଣା କରାଯାଇଥିଲା। […] The post ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସର ଏକ୍ସକ୍ଲୁସିଭ ଆଉଟଲେଟ୍ appeared first on Dharitri Odia News.
ଭୁବନେଶ୍ୱର,୧୩।୫: ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସର ଏକ୍ସକ୍ଲୁସିଭ ଆଉଟଲେଟ ସୋମବାର ଝାରସୁଗୁଡ଼ାର ବେହେରାମାଲ ରୋଡ୍ ରାଧାମାଧବ ମନ୍ଦିର ନିକଟରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସର ଡାଇରେକ୍ଟର ରାଜେଶ କୁମାର ଗୁପ୍ତା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦ୍ଘାଟନ କରିଥିଲେ। ଏହି ପରିପ୍ରେକ୍ଷୀରେ ଗୁପ୍ତା ପରିବାର ସଦସ୍ୟଙ୍କ ସମେତ ଶୋ’ରୁମ୍ କର୍ମଚାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ସେହିଭଳି ଏହି ଉଦଘାଟନୀ ଅବସରରେ ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସ ପକ୍ଷରୁ ମେଗା ସେଲ୍ ଅଫର ସମ୍ପର୍କରେ ଘୋଷଣା କରାଯାଇଥିଲା। ଏ ସମ୍ପର୍କରେ ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସର ଡାଇରେକ୍ଟର ରାଜେଶ ଗୁପ୍ତା କହିଛନ୍ତି, ଝାରସୁଗୁଡାରେ ଏହି ମେଗା ଶୋରୁମ୍କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଆମେ ବେଶ୍ ଉତ୍ସାହିତ ଅଛୁ। ଏହି ଅଞ୍ଚଳରେ ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସର ଉପସ୍ଥିତି ନିଶ୍ଚିତ ଭାବେ ଏକ ମାଇଲଖୁଣ୍ଟ ହେବ। ଗ୍ରାହକମାନେ ଏହି ଆକର୍ଷଣୀୟ ଅଫରଗୁଡିକୁ ଆଗ୍ରହର ସହିତ ଗ୍ରହଣ କରିବେ, କାରଣ ଆଜିର ଡିଜିଟାଲ ଯୁଗରେ ଗ୍ରାହକ ସର୍ବଦା ଚାହେଁ କମ୍ ଦାମ ଏବଂ ସର୍ବନିମ୍ନ ମୂଲ୍ୟଯୁକ୍ତ ସହଜ କିସ୍ତିରେ ନିଜର ପ୍ରଡକ୍ଟ କିଣିବା, ଯାହାକୁ ବଜାଜ ଫାଇନାନ୍ସ, ଆଇଡିଏଫସି, ଏଚଡିଏଫସି ଏବଂ ଏଚଡିବି ଭଳି ଫାଇନାନ୍ସର ମାନେ ସହଜ କର ଦେଇିଛନ୍ତି। ସହଜରେ ରଣ କରାଇବା ସହିତ କ୍ରେଡିଟ୍ କାର୍ଡ ମାଧ୍ୟମରେ ଆକର୍ଷଣୀୟ କ୍ୟାଶବ୍ୟାକ ଅଫର ଆଦି ଗ୍ରାହକମାନଙ୍କ ପାଇଁ ବର୍ତ୍ତମାନ ବିଶେଷ ସୁଯୋଗ ଆଣିଦେଇଛି, ବିନା ସୁଧରେ ସହଜ ଏବଂ କମ୍ ମୂଲ୍ୟର କିସ୍ତି ସହିତ ୨ଟା କିସ୍ତି ପର୍ଯ୍ୟନ୍ତ ଫ୍ରି ଅଫର ପ୍ରଦାନ କରାଯାଉଛି। ଏତଦ୍ ବ୍ୟତୀତ ସର୍ବନିମ୍ନ ମୂଲ୍ୟରେ ୫ବର୍ଷର ଅତିରିକ୍ତ ଓା୍ବରେଣ୍ଟି ଆମ ନିଜସ୍ବ କମ୍ପାନୀ ପକ୍ଷରୁ ଦିଆଯାଇଛି।
The post ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସର ଏକ୍ସକ୍ଲୁସିଭ ଆଉଟଲେଟ୍ appeared first on Dharitri Odia News.