ଗୁରୁବାର ସନ୍ଧ୍ୟାରେ ବଡ଼ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ, ପାଣ୍ଡିଆନ ଦେଲେ ସୂଚନା
ଗଞ୍ଜାମ,୯।୫: ଗୁରୁବାର ଗଞ୍ଜାମ କନିଷିରୁ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ମଞ୍ଚରୁ ବିରୋଧୀଙ୍କୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀଙ୍କ ବିକାଶ ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବାକୁ ଲୋକମାନଙ୍କୁ ଅପିଲ କରିଛନ୍ତି। ଏହା ସହିତ ସେ ସୂଚନା ଦେଇଛନ୍ତି ଯେ, ଗୁରୁବାର ସଂନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଦଳର ନିର୍ବାଚନୀ ଇସ୍ତାହାର ଘୋଷଣା କରିବେ। ଏହି ଅବସରରେ କନିଷିରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର କରିଛନ୍ତି। ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀଙ୍କ ଉଦବୋଧନ ଦେଇ ଏତେ ଖରାରେ ଆସିଥିବାରୁ ଧନ୍ୟବାଦ ଜଣାଇଥିଲେ। ଏହାସହିତ ଯୋଡ଼ି […] The post ଗୁରୁବାର ସନ୍ଧ୍ୟାରେ ବଡ଼ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ, ପାଣ୍ଡିଆନ ଦେଲେ ସୂଚନା appeared first on Dharitri Odia News.
ଗଞ୍ଜାମ,୯।୫: ଗୁରୁବାର ଗଞ୍ଜାମ କନିଷିରୁ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ମଞ୍ଚରୁ ବିରୋଧୀଙ୍କୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀଙ୍କ ବିକାଶ ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବାକୁ ଲୋକମାନଙ୍କୁ ଅପିଲ କରିଛନ୍ତି। ଏହା ସହିତ ସେ ସୂଚନା ଦେଇଛନ୍ତି ଯେ, ଗୁରୁବାର ସଂନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଦଳର ନିର୍ବାଚନୀ ଇସ୍ତାହାର ଘୋଷଣା କରିବେ।
ଏହି ଅବସରରେ କନିଷିରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର କରିଛନ୍ତି। ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀଙ୍କ ଉଦବୋଧନ ଦେଇ ଏତେ ଖରାରେ ଆସିଥିବାରୁ ଧନ୍ୟବାଦ ଜଣାଇଥିଲେ। ଏହାସହିତ ଯୋଡ଼ି ଶଙ୍ଖରେ ଭୋଟ ଦେଇ ବିଧାୟକ ଏବଂ ସାଂସଦଙ୍କୁ ଜିତିବାକୁ ଜନତାଙ୍କୁ ଅପିଲ କରିଥିଲେ।
ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ବିରୋଧୀଙ୍କୁ ଟାର୍ଗେଟ କରିବାକୁ ଭୁଲି ନଥିଲେ। ଚୋର ପ୍ରାର୍ଥୀଙ୍କୁ ଭୋଟ ନ ଦେବାକୁ ଲୋକମାନଙ୍କୁ ଅପିଲ କରିଥିଲେ।
The post ଗୁରୁବାର ସନ୍ଧ୍ୟାରେ ବଡ଼ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ, ପାଣ୍ଡିଆନ ଦେଲେ ସୂଚନା appeared first on Dharitri Odia News.