ଗୁଳିମାଡ଼ କରି ସୁନା ଦୋକାନରୁ ଲୁଟ୍, ଜଣେ ଗୁରୁତର

ସମ୍ବଲପୁର: ସମ୍ବଳପୁରରେ ଅଳଙ୍କାର ଦୋକାନରେ ଗୁଳିକାଣ୍ଡ । ଧନୁପାଲୀ ଥାନା ଅନ୍ତର୍ଗତ ଗୋବିନ୍ଦପଲାରେ ଏକ ଅଳଙ୍କାର ଦୋକାନରେ ଦିନ ଦ୍ୱିପ୍ରହରରେ ଗୁଳି ମାଡ କରି ସୁନା ଦୋକାନରୁ ଦୁର୍ବୃତ୍ତ ଲୁଟ୍‌‌ କରିବା ସହ ଘଟଣାରେ ଜଣେ ଗୁରୁତର ହୋଇଛନ୍ତି। ଦୋକାନ ମାଲିକଙ୍କ ଦେହରେ ଗୁଳି ବାଜି ଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।କେତେ ଟଙ୍କାର ସୁନା ଗହଣା ଲୁଟ୍‌‌ ହୋଇଛି, ତାହା ଅସ୍ପଷ୍ଟ ରହିଛି।  […]

ଗୁଳିମାଡ଼ କରି ସୁନା ଦୋକାନରୁ ଲୁଟ୍, ଜଣେ ଗୁରୁତର
loot

ସମ୍ବଲପୁର: ସମ୍ବଳପୁରରେ ଅଳଙ୍କାର ଦୋକାନରେ ଗୁଳିକାଣ୍ଡ । ଧନୁପାଲୀ ଥାନା ଅନ୍ତର୍ଗତ ଗୋବିନ୍ଦପଲାରେ ଏକ ଅଳଙ୍କାର ଦୋକାନରେ ଦିନ ଦ୍ୱିପ୍ରହରରେ ଗୁଳି ମାଡ କରି ସୁନା ଦୋକାନରୁ ଦୁର୍ବୃତ୍ତ ଲୁଟ୍‌‌ କରିବା ସହ ଘଟଣାରେ ଜଣେ ଗୁରୁତର ହୋଇଛନ୍ତି। ଦୋକାନ ମାଲିକଙ୍କ ଦେହରେ ଗୁଳି ବାଜି ଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।କେତେ ଟଙ୍କାର ସୁନା ଗହଣା ଲୁଟ୍‌‌ ହୋଇଛି, ତାହା ଅସ୍ପଷ୍ଟ ରହିଛି।  ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।