ଗୃହ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ, ଏହି ରାଶିର ବ୍ୟକ୍ତି ଅଯଥା ବ୍ୟୟ ଯୋଗ ରହିଛି

ମେଷ - ଗୃହ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ଗୃହରେ ଅନ୍ୟ ମାନଙ୍କ କଥାରେ ପରିଚାଳିତ ହୋଇ ପାରନ୍ତି । ପରିସ୍ଥିତି ଅନୁକୂଳ ରହିବି । ଧନ ପ୍ରାପ୍ତିର ଯୋଗ ରହିଛି ।ବୃଷ - ନିଜକୁ ବ୍ୟସ୍ତ ବହୁଳ କର୍ମରେ ନିୟୋଜିତ କରିବେ । ଛାତ୍ର ଛାତ୍ରୀଙ୍କ ପାଇଁ ଦିନଟି ଭଲ ରହିଛି । ଆକସ୍ମିକ ଖୁସି ଖବର ମିଳିବ । ସୁଖ ସମ୍ମାନ ବୃଦ୍ଧି ପାଇବ।ମିଥୁନ - ଅଯଥା ବ୍ୟୟ ଯୋଗ ରହିଛି । ଅନୁକୂଳ ପରିସ୍ଥିତିରେ ଯାତ୍ରା ଆରମ୍ଭ କରନ୍ତୁ । ଅଯଥା ଯୁକ୍ତି କରନ୍ତୁ ନାହିଁ । ଦୁର୍ଜନଙ୍କ ଠାରୁ ସାବଧାନ ରୁହନ୍ତୁ।କର୍କଟ - ଚାକିରି କ୍ଷେତ୍ରରେ ଉନ୍ନତି ଘଟିବ । ମିତ୍ର ଙ୍କ ଠାରୁ ସାହାଯ୍ୟ ମିଳିବ। ଧନ ପ୍ରାପ୍ତିର ସମ୍ଭାବନା ରହିଛି। କିଛି ନୂଆ କରିବାକୁ ପ୍ରେରଣା ମିଳିବ।ସିଂହ - ନିଜକୁ ସର୍ବଦା ବ୍ୟସ୍ତ ରଖିବେ । ବ୍ୟବସାୟ ଭଲ ହେବ । ଛାତ୍ର ଛାତ୍ରୀ ମାନେ ପାଠରେ ମନଯୋଗ ଦେବେ। ବାକିଥିବା କାର୍ଯ୍ୟ ସଫଳ ହେବ ।କନ୍ୟା- ସ୍ବାସ୍ଥ୍ୟାବସ୍ଥା ଉତ୍ତମ ରହିବ ଏବଂ ପାରିବାରିକ ଜୀବନରେ ଖୁସି ଲଗିରହିବ। ଆୟ ବୃଦ୍ଧିର ଯୋଗ ରହିଛି । ସମାଜରେ ପ୍ରତିଷ୍ଠା ଲାଭ କରିବେ। ବିଦ୍ୟାର୍ଥୀ ନୂତନ ସ୍ଥାନ ପ୍ରାପ୍ତ କରିବେ । ଦାମ୍ପତ୍ୟ ଜୀବନ ମଧୁର ହେବ।ତୁଳା - ସୋମବାର ଆପଣ ନିଜକୁ ଶକ୍ତିରେ ପରିପୂର୍ଣ୍ଣ ଅନୁଭବ କରିବେ । ଆପଣ ଯାହା ବି କାମ କରନ୍ତି, ସମୟ ପୂର୍ବରୁ ଏହା ସମାପ୍ତ ହେବ। କର୍ମ କ୍ଷେତ୍ର ରେ ଅଭିଜ୍ଞତା ରୁ ଲାଭ ମିଳିବ । ଭ୍ରମଣ ଯୋଗ ରହିଛି ସ୍ବାସ୍ଥ୍ୟାବ

ଗୃହ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ, ଏହି ରାଶିର ବ୍ୟକ୍ତି ଅଯଥା ବ୍ୟୟ ଯୋଗ ରହିଛି

ମେଷ - ଗୃହ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ଗୃହରେ ଅନ୍ୟ ମାନଙ୍କ କଥାରେ ପରିଚାଳିତ ହୋଇ ପାରନ୍ତି । ପରିସ୍ଥିତି ଅନୁକୂଳ ରହିବି । ଧନ ପ୍ରାପ୍ତିର ଯୋଗ ରହିଛି ।

ବୃଷ - ନିଜକୁ ବ୍ୟସ୍ତ ବହୁଳ କର୍ମରେ ନିୟୋଜିତ କରିବେ । ଛାତ୍ର ଛାତ୍ରୀଙ୍କ ପାଇଁ ଦିନଟି ଭଲ ରହିଛି । ଆକସ୍ମିକ ଖୁସି ଖବର ମିଳିବ । ସୁଖ ସମ୍ମାନ ବୃଦ୍ଧି ପାଇବ।

ମିଥୁନ - ଅଯଥା ବ୍ୟୟ ଯୋଗ ରହିଛି । ଅନୁକୂଳ ପରିସ୍ଥିତିରେ ଯାତ୍ରା ଆରମ୍ଭ କରନ୍ତୁ । ଅଯଥା ଯୁକ୍ତି କରନ୍ତୁ ନାହିଁ । ଦୁର୍ଜନଙ୍କ ଠାରୁ ସାବଧାନ ରୁହନ୍ତୁ।

କର୍କଟ - ଚାକିରି କ୍ଷେତ୍ରରେ ଉନ୍ନତି ଘଟିବ । ମିତ୍ର ଙ୍କ ଠାରୁ ସାହାଯ୍ୟ ମିଳିବ। ଧନ ପ୍ରାପ୍ତିର ସମ୍ଭାବନା ରହିଛି। କିଛି ନୂଆ କରିବାକୁ ପ୍ରେରଣା ମିଳିବ।

ସିଂହ - ନିଜକୁ ସର୍ବଦା ବ୍ୟସ୍ତ ରଖିବେ । ବ୍ୟବସାୟ ଭଲ ହେବ । ଛାତ୍ର ଛାତ୍ରୀ ମାନେ ପାଠରେ ମନଯୋଗ ଦେବେ। ବାକିଥିବା କାର୍ଯ୍ୟ ସଫଳ ହେବ ।

କନ୍ୟା- ସ୍ବାସ୍ଥ୍ୟାବସ୍ଥା ଉତ୍ତମ ରହିବ ଏବଂ ପାରିବାରିକ ଜୀବନରେ ଖୁସି ଲଗିରହିବ। ଆୟ ବୃଦ୍ଧିର ଯୋଗ ରହିଛି । ସମାଜରେ ପ୍ରତିଷ୍ଠା ଲାଭ କରିବେ। ବିଦ୍ୟାର୍ଥୀ ନୂତନ ସ୍ଥାନ ପ୍ରାପ୍ତ କରିବେ । ଦାମ୍ପତ୍ୟ ଜୀବନ ମଧୁର ହେବ।

ତୁଳା - ସୋମବାର ଆପଣ ନିଜକୁ ଶକ୍ତିରେ ପରିପୂର୍ଣ୍ଣ ଅନୁଭବ କରିବେ । ଆପଣ ଯାହା ବି କାମ କରନ୍ତି, ସମୟ ପୂର୍ବରୁ ଏହା ସମାପ୍ତ ହେବ। କର୍ମ କ୍ଷେତ୍ର ରେ ଅଭିଜ୍ଞତା ରୁ ଲାଭ ମିଳିବ । ଭ୍ରମଣ ଯୋଗ ରହିଛି ସ୍ବାସ୍ଥ୍ୟାବସ୍ଥା ଉତ୍ତମ ରହିବ ।

ବିଛା - ଆପଣଙ୍କୁ କିଛି କାମ ପାଇଁ ଯାତ୍ରା କରିବାକୁ ପଡିବ | ମାନସିକ ବିଭ୍ରାଟ ହେତୁ କାର୍ଯ୍ୟରେ ଧ୍ୟାନ ଦେବାରେ ଅସୁବିଧା ହେବ । ନିଜ ସାଥୀ ଙ୍କୁ ହୃଦୟର ଜିନିଷ ଲୁଚାନ୍ତୁ ନାହିଁ । ଚାକିରି ବୃତ୍ତିରେ ବୟସ୍କମାନଙ୍କ ସହଯୋଗ ମିଳିବ । ବିଦ୍ୟାର୍ଥୀ ଲାଭବାନ ହେବେ ।

ଧନୁ- ଆସନ୍ତାକାଲି ଆପଣଙ୍କୁ ମିଶ୍ର ଫଳ ଲାଭ ହେବ । ଶିକ୍ଷା କ୍ଷେତ୍ରରେ ନିଜକୁ ଅଣଦେଖା କରନ୍ତୁ ନାହିଁ । ବାହ୍ୟ ଲୋକଙ୍କ ଦ୍ଵାରା ଠକାମୀ ର ଶିକାର ହୋଇ ପାରନ୍ତି ।କାହା କଥା ରେ ପଡ଼ି ନିର୍ଣ୍ଣୟ ନିଅନ୍ତୁ ନାହିଁ। ଦାମ୍ପତ୍ୟ ଜୀବନରେ ଖୁସି ଲାଗି ରହିବ ।

ମକର - କିଛି ନୂତନ ସମସ୍ୟା   ଆସନ୍ତାକାଲି ସୃଷ୍ଟି ହୋଇ ପାରେ । ଛାତ୍ର ଛାତ୍ରୀ ମାନେ ମନ ଲଗାଇ ପରିଶ୍ରମ କରିବେ ।ନୂଆ ଯୋଜନା ପାଇଁ କାର୍ଯ୍ୟ ଆରମ୍ଭ କରିବେ । କାର୍ଯ୍ୟ କ୍ଷେତ୍ରରେ  ମନରେ ଥିବା କଥା ଗୁପ୍ତରେ ରଖନ୍ତୁ ।

କୁମ୍ଭ - ଦିନଟି ଭଲ ଫଳ ଦେବ । ଚାକିରିରେ ଉନ୍ନତି ହେବ ପଦୋନ୍ନତି ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଭ୍ରମଣର ଯୋଗ ରହିଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଛାତ୍ର ଛାତ୍ରୀ ମାନେ ଆଶାତୀତ ଫଳ  ପ୍ରାପ୍ତ କରିବେ ।

ମୀନ - ବ୍ୟସ୍ତ ହୋଇ କୌଣସି ନିଷ୍ପତି ନିଅନ୍ତୁ ନାହିଁ । ସଂପତ୍ତି କ୍ରୟ କରିବା ପାଇଁ ଆଗ୍ରହୀ ହେବେ। ବନ୍ଧୁଙ୍କ ଠାରୁ ଉପହାର ମିଳିବ । ବ୍ୟବସାୟୀ ମାନେ ଅଧିକ ଲାଭ ଆଶା ରେ ରହିବେ ।

ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ 

ଯୋଗାଯୋଗ - ୮୨୪୯୮୨୬୬୮୨