ଗେମିଂ ଜୋନ୍ରେ ନିଆଁ: ୨୦ ମୃତକଙ୍କ ମଧ୍ୟରେ ଅଛନ୍ତି ୧୨ ଶିଶୁ
ଗାନ୍ଧୀନଗର,୨୫ା୫: ଗୁଜରାଟର ରାଜକୋଟସ୍ଥିତ ଏକ ଗେମିଂ ଜୋନ୍ରେ ଶନିବାର ନିଆଁ ଲାଗିବାରୁ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏହି ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଅନୁମାନ କରାଯାଉଛି। ତେବେ ୨୦ ମୃତକଙ୍କ ମଧ୍ୟରେ ୧୨ ଜଣ ଶିଶୁ ରହିଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ଜଣାପଡ଼ିଛି। The post ଗେମିଂ ଜୋନ୍ରେ ନିଆଁ: ୨୦ ମୃତକଙ୍କ ମଧ୍ୟରେ ଅଛନ୍ତି ୧୨ ଶିଶୁ appeared first on Dharitri Odia News.
ଗାନ୍ଧୀନଗର,୨୫ା୫: ଗୁଜରାଟର ରାଜକୋଟସ୍ଥିତ ଏକ ଗେମିଂ ଜୋନ୍ରେ ଶନିବାର ନିଆଁ ଲାଗିବାରୁ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏହି ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଅନୁମାନ କରାଯାଉଛି। ତେବେ ୨୦ ମୃତକଙ୍କ ମଧ୍ୟରେ ୧୨ ଜଣ ଶିଶୁ ରହିଥିବା ଜଣାପଡ଼ିଛି।
ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ଜଣାପଡ଼ିଛି।
The post ଗେମିଂ ଜୋନ୍ରେ ନିଆଁ: ୨୦ ମୃତକଙ୍କ ମଧ୍ୟରେ ଅଛନ୍ତି ୧୨ ଶିଶୁ appeared first on Dharitri Odia News.