ଗୋଟିଏ ପରିବାରର ୫ ଜୀବନ୍ତ ଜଳିଗଲେ

ଜୟପୁର,୨୧ା୩: ଜୟପୁରର ବିଶ୍ୱକର୍ମାଠାରେ ଅବସ୍ଥିତ ଏକ ଘରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୫ ଜଣଙ୍କର ମୃତ୍ୟୁ ହୋଇଛି। ନିଆଁ ଏତେ ଭୟଙ୍କର ଥିଲା ଯେ ଦୁର୍ଘଟଣାରେ ଗୋଟିଏ ପରିବାରର ୩ ଶିଶୁ ସମେତ ୫ ଜିଅନ୍ତା ଜଳିଯାଇଛନ୍ତି। ଏହି ଘଟଣାରେ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ସେ ସର୍ବଶକ୍ତିମାନ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଛନ୍ତି କି ଏହି ପରିବାରର ଅମର ଆତ୍ମାକୁ ସଦ୍‌ଗତି ପ୍ରଦାନ କରନ୍ତୁ। ଆହତମାନଙ୍କ ଶୀଘ୍ର ସୁସ୍ଥ […] The post ଗୋଟିଏ ପରିବାରର ୫ ଜୀବନ୍ତ ଜଳିଗଲେ appeared first on Dharitri Odia News.

ଗୋଟିଏ ପରିବାରର ୫ ଜୀବନ୍ତ ଜଳିଗଲେ

ଜୟପୁର,୨୧ା୩: ଜୟପୁରର ବିଶ୍ୱକର୍ମାଠାରେ ଅବସ୍ଥିତ ଏକ ଘରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୫ ଜଣଙ୍କର ମୃତ୍ୟୁ ହୋଇଛି। ନିଆଁ ଏତେ ଭୟଙ୍କର ଥିଲା ଯେ ଦୁର୍ଘଟଣାରେ ଗୋଟିଏ ପରିବାରର ୩ ଶିଶୁ ସମେତ ୫ ଜିଅନ୍ତା ଜଳିଯାଇଛନ୍ତି।

ଏହି ଘଟଣାରେ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ସେ ସର୍ବଶକ୍ତିମାନ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଛନ୍ତି କି ଏହି ପରିବାରର ଅମର ଆତ୍ମାକୁ ସଦ୍‌ଗତି ପ୍ରଦାନ କରନ୍ତୁ। ଆହତମାନଙ୍କ ଶୀଘ୍ର ସୁସ୍ଥ ହେବା ପାଇଁ ପରିବାର ସଦସ୍ୟଙ୍କୁ ଶକ୍ତି ଦିଅନ୍ତୁ।

The post ଗୋଟିଏ ପରିବାରର ୫ ଜୀବନ୍ତ ଜଳିଗଲେ appeared first on Dharitri Odia News.