ଗୋଟିଏ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସହ ଖାର୍ଗେ, ରାହୁଲ: ନେଇଗଲେ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୧୮ା୧୨: ଭାରତର ପରବର୍ତ୍ତୀ ଜାତୀୟ ମାନବ ଅଧିକାର ଆୟୋଗ (ଏନ୍ଏଚ୍ଆର୍ସି) ନିଯୁକ୍ତି ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ ଏକ କମିଟିର ବୈଠକ ବୁଧବାର ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟ ସଭା ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖାର୍ଗେ ଓ ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଯୋଗଦେଇଛନ୍ତି। ଗତ ଜୁନ୍ ୧ରେ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ଅରୁଣ କୁମାର ମିଶ୍ରାଙ୍କ କାର୍ଯ୍ୟକାଳ ଶେଷ ହେବା ପରଠୁ ଏନ୍ଏଚ୍ଆର୍ସି ଅଧ୍ୟକ୍ଷ ପଦ ଖାଲି […] The post ଗୋଟିଏ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସହ ଖାର୍ଗେ, ରାହୁଲ: ନେଇଗଲେ ବଡ଼ ନିଷ୍ପତ୍ତି appeared first on Dharitri Odia News.
ନୂଆଦିଲ୍ଲୀ,୧୮ା୧୨: ଭାରତର ପରବର୍ତ୍ତୀ ଜାତୀୟ ମାନବ ଅଧିକାର ଆୟୋଗ (ଏନ୍ଏଚ୍ଆର୍ସି) ନିଯୁକ୍ତି ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ ଏକ କମିଟିର ବୈଠକ ବୁଧବାର ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟ ସଭା ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖାର୍ଗେ ଓ ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଯୋଗଦେଇଛନ୍ତି।
ଗତ ଜୁନ୍ ୧ରେ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ଅରୁଣ କୁମାର ମିଶ୍ରାଙ୍କ କାର୍ଯ୍ୟକାଳ ଶେଷ ହେବା ପରଠୁ ଏନ୍ଏଚ୍ଆର୍ସି ଅଧ୍ୟକ୍ଷ ପଦ ଖାଲି ପଡ଼ିଛି। ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ମିଶ୍ରା ୨୦୨୧ ଜୁନ୍ରୁ ଅଧ୍ୟକ୍ଷ ଥିଲେ। ତାଙ୍କ ପରେ ଏନ୍ଏଚ୍ଆର୍ସି ସଦସ୍ୟା ବିଜୟା ଭାରତୀ ସାୟନି ଏହାର କାର୍ଯ୍ୟକାରୀ ମୁଖ୍ୟ ଭାବେ ଦାୟିତ୍ୱ ତୁଲାଉଛନ୍ତି।
The post ଗୋଟିଏ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସହ ଖାର୍ଗେ, ରାହୁଲ: ନେଇଗଲେ ବଡ଼ ନିଷ୍ପତ୍ତି appeared first on Dharitri Odia News.