ଗୋଷ୍ଠୀ ସଂଘର୍ଷ ପରେ ବାଲେଶ୍ବରରେ କର୍ଫ୍ୟୁ, ଲୋକଙ୍କୁ ଘରୁ ନ ବାହାରିବାକୁ ଏସପିଙ୍କ ଅପିଲ୍
ସମଗ୍ର ବାଲେଶ୍ୱର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି ହୋଇଥିବା ସୂଚନା ଦେଇଛନ୍ତି ବାଲେଶ୍ୱର ଏସପି।
ଗୋଷ୍ଠୀ ସଂଘର୍ଷ ଘଟଣାରେ ଅଶାନ୍ତ ହୋଇ ପଡ଼ିଥିବା ବାଲେଶ୍ୱର ସହରର ସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପୂରା ସହରରେ ଲାଗୁ ହୋଇଛି କର୍ଫ୍ୟୁ। ସମଗ୍ର ବାଲେଶ୍ୱର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି ହୋଇଥିବା ସୂଚନା ଦେଇଛନ୍ତି ବାଲେଶ୍ୱର ଏସପି।