ଘର ବାରଣ୍ଡାରେ ବସିଥିଲେ ଛାତ୍ରୀ, ହେଲା ବଜ୍ରପାତ, ଆଉ ତା’ ପରେ…

ବାଲିଗୁଡ଼ା,୧୯ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ପଲାମି ଗ୍ରାମରେ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ମାରିବା ଦ୍ୱାରା ବଜ୍ରପାତରେ ଏକ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ଛାତ୍ରୀ ଜଣକ ନିଜ ଘର ବାରଣ୍ଡାରେ ବସିଥିବା ସମୟରେ ଏଭଳି ଘଟଣା ଘଟିଛି। ମୃତ ଛାତ୍ରୀ ଜଣକ ହେଲେ ପଲାମି ଗ୍ରାମର ମଶିନ୍ଦ୍ର ମଲିକଙ୍କ ଝିଅ କଳ୍ପନା (୧୪)। ଖବର ପାଇ ଘଟଣାସ୍ଥଳରେ ବାଲିଗୁଡ଼ା ପୋଲିସ ପହଞ୍ଚି କେସ୍‌ ନଂ ୨୨/୨୪ ଅନୁଯାୟୀ ଏକ […] The post ଘର ବାରଣ୍ଡାରେ ବସିଥିଲେ ଛାତ୍ରୀ, ହେଲା ବଜ୍ରପାତ, ଆଉ ତା’ ପରେ… appeared first on Dharitri Odia News.

ଘର ବାରଣ୍ଡାରେ ବସିଥିଲେ ଛାତ୍ରୀ, ହେଲା ବଜ୍ରପାତ, ଆଉ ତା’ ପରେ…

ବାଲିଗୁଡ଼ା,୧୯ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ପଲାମି ଗ୍ରାମରେ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ମାରିବା ଦ୍ୱାରା ବଜ୍ରପାତରେ ଏକ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ଛାତ୍ରୀ ଜଣକ ନିଜ ଘର ବାରଣ୍ଡାରେ ବସିଥିବା ସମୟରେ ଏଭଳି ଘଟଣା ଘଟିଛି। ମୃତ ଛାତ୍ରୀ ଜଣକ ହେଲେ ପଲାମି ଗ୍ରାମର ମଶିନ୍ଦ୍ର ମଲିକଙ୍କ ଝିଅ କଳ୍ପନା (୧୪)। ଖବର ପାଇ ଘଟଣାସ୍ଥଳରେ ବାଲିଗୁଡ଼ା ପୋଲିସ ପହଞ୍ଚି କେସ୍‌ ନଂ ୨୨/୨୪ ଅନୁଯାୟୀ ଏକ ମାମଲା ରୁଜୁ କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ମୃତ ବ୍ୟବଚ୍ଛେଦ ନିମନ୍ତେ ପଠାଇଥିଲେ।

The post ଘର ବାରଣ୍ଡାରେ ବସିଥିଲେ ଛାତ୍ରୀ, ହେଲା ବଜ୍ରପାତ, ଆଉ ତା’ ପରେ… appeared first on Dharitri Odia News.