ଘରକୁ ଡାକି ସାଙ୍ଗକୁ ହତ୍ୟା କଲେ ସାଙ୍ଗ
ଦେବଗଡ଼,୧୯ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅଧୀନ ନୂଆଗାଁରେ ହତ୍ୟାକାଣ୍ଡ। ଶୁକ୍ରବାର ବିଳମ୍ବିତ ରାତିରେ ଘର ଭିତରକୁ ଡାକି ହତ୍ୟା କରିଛନ୍ତି ଜଣେ ଅଭିଯୁକ୍ତ। ହତ୍ୟା ପରେ ଦେବଗଡ଼ ଥାନାରେ ଆତ୍ମସମର୍ପଣ କରିଛନ୍ତି ହତ୍ୟାକାରୀ। ରତନ ପ୍ରଧାନଙ୍କୁ ହତ୍ୟା କରିଛନ୍ତି ପଞ୍ଚାନନ ସୁହୁଳା। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। The post ଘରକୁ ଡାକି ସାଙ୍ଗକୁ ହତ୍ୟା କଲେ ସାଙ୍ଗ appeared first on Dharitri Odia News.
ଦେବଗଡ଼,୧୯ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅଧୀନ ନୂଆଗାଁରେ ହତ୍ୟାକାଣ୍ଡ। ଶୁକ୍ରବାର ବିଳମ୍ବିତ ରାତିରେ ଘର ଭିତରକୁ ଡାକି ହତ୍ୟା କରିଛନ୍ତି ଜଣେ ଅଭିଯୁକ୍ତ। ହତ୍ୟା ପରେ ଦେବଗଡ଼ ଥାନାରେ ଆତ୍ମସମର୍ପଣ କରିଛନ୍ତି ହତ୍ୟାକାରୀ। ରତନ ପ୍ରଧାନଙ୍କୁ ହତ୍ୟା କରିଛନ୍ତି ପଞ୍ଚାନନ ସୁହୁଳା। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
The post ଘରକୁ ଡାକି ସାଙ୍ଗକୁ ହତ୍ୟା କଲେ ସାଙ୍ଗ appeared first on Dharitri Odia News.