ଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

ନିରାକାରପୁର,୧।୯(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋଦ୍ଧା ଜିଲା ଜଙ୍କିଆ ଥାନା ଓରବରସିଂହ ପଞ୍ଚାୟତ ଅଧୀନ ଡିହଖଳା ଗ୍ରାମରୁ ରବିବାର ସନ୍ଧ୍ୟାରେ ପୋଲିସ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ମାମାଲି ମାର୍ଥା (୧୯)। ପ୍ରେମ ବ୍ୟାପାରକୁ ନେଇ ଯୁବତୀ ଜଣକ ବେକରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ମିଳିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ସରକାରୀ ଡାକ୍ତରଖାନା ପଠାଇଛି। ଏନେଇ ପୋଲିସ ଏକ ମାମଲା(ନଂ.୨୯୯/୨୪) ରୁଜୁ […] The post ଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର appeared first on Dharitri Odia News.

ଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

ନିରାକାରପୁର,୧।୯(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋଦ୍ଧା ଜିଲା ଜଙ୍କିଆ ଥାନା ଓରବରସିଂହ ପଞ୍ଚାୟତ ଅଧୀନ ଡିହଖଳା ଗ୍ରାମରୁ ରବିବାର ସନ୍ଧ୍ୟାରେ ପୋଲିସ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ମାମାଲି ମାର୍ଥା (୧୯)। ପ୍ରେମ ବ୍ୟାପାରକୁ ନେଇ ଯୁବତୀ ଜଣକ ବେକରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ମିଳିଛି।

ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ସରକାରୀ ଡାକ୍ତରଖାନା ପଠାଇଛି। ଏନେଇ ପୋଲିସ ଏକ ମାମଲା(ନଂ.୨୯୯/୨୪) ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।

The post ଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର appeared first on Dharitri Odia News.